ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ୍

The Sakala Picture
Published On

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିବନ ବିଶ୍ୱାଳର ହେବ ଟିଆଇ ପରେଡ୍ । ଏହି ସମୟରେ ପୀଡିତା ଅଞ୍ଜନା ମିଶ୍ର ମଧ୍ୟ ଉପସ୍ଥିତ ରହିବେ। ଭୁବନେଶ୍ବର ଜେଏମଏଫସିଙ୍କ ଉପସ୍ଥିତିରେ ଏହି ଟିଆଇ ପରେଡ ହେବ ବୋଲି ଜଣାପଡ଼ିଛି। ଅନ୍ୟପଟେ,  ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ। ବିବନକୁ ୫ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର ସ୍ବତନ୍ତ୍ର ସିଜେଏମଙ୍କ ନିକଟରେ ଆବେଦନ କରିଥିଲା ସିବିଆଇ। ସୂଚନା ଅନୁଯାୟୀ, ୧୯୯୯ ଜାନୁଆରୀ ୯ ତାରିଖରେ ବାରଙ୍ଗ […]

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିବନ ବିଶ୍ୱାଳର ହେବ ଟିଆଇ ପରେଡ୍ । ଏହି ସମୟରେ ପୀଡିତା ଅଞ୍ଜନା ମିଶ୍ର ମଧ୍ୟ ଉପସ୍ଥିତ ରହିବେ। ଭୁବନେଶ୍ବର ଜେଏମଏଫସିଙ୍କ ଉପସ୍ଥିତିରେ ଏହି ଟିଆଇ ପରେଡ ହେବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଶ୍ୱଶୁର ଘର ନିକଟ ଆମ୍ବଗଛରୁ ଜ୍ବାଇଁର ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଅନ୍ୟପଟେ,  ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ। ବିବନକୁ ୫ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର ସ୍ବତନ୍ତ୍ର ସିଜେଏମଙ୍କ ନିକଟରେ ଆବେଦନ କରିଥିଲା ସିବିଆଇ।

ଆହୁରି ପଢ଼ନ୍ତୁ: କଟକରେ ବୁଲିଲା ଖଣ୍ଡା: ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣରେ ୩ ଗୁରୁତର

ସୂଚନା ଅନୁଯାୟୀ, ୧୯୯୯ ଜାନୁଆରୀ ୯ ତାରିଖରେ ବାରଙ୍ଗ ବେଲଗାଛିଆରେ ଅଞ୍ଜନା ଗଣଦୁଷ୍କର୍ମର ଶିକାର ହୋଇଥିଲେ। ଅପରାଧ ଘଟାଇବା ପରେ ବିବନ ଗାଏବ ହୋଇଯାଇଥିଲା । ଅପରାଧରେ ତାକୁ ସହଯୋଗ କରିଥିବା ଦୁଇ ଜଣ ପୁଲିସ ହାତର ଧରା ପଡ଼ିଥିଲେ । ଅପରାଧର ୨୨ ବର୍ଷ ପରେ ବିବନକୁ ମହାରାଷ୍ଟ୍ରର ଆମ୍ବିଭ୍ୟାଲିରୁ କମିଶନରେଟ୍ ପୁଲିସ୍ ଅପରେସନ୍ ସାଇଲେଣ୍ଟ୍ ଭାଇପରରେ ବିବନକୁ ଧରିବାରେ ସକ୍ଷମ ହୋଇଥିଲା । ବର୍ତ୍ତମାନ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିଛି ଅଭିଯୁକ୍ତ ବିବନ ।

ଆହୁରି ପଢ଼ନ୍ତୁ: ନିଜ ପୁଅକୁ ମାରି ପୋତିଦେଲା ନୃଶଂସ ବାପା, ୬ ଦିନ ପରେ ଜଙ୍ଗଲରୁ ମୃତଦେହ ଉଦ୍ଧାର

02 Mar 2021 By The Sakala

ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ୍

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିବନ ବିଶ୍ୱାଳର ହେବ ଟିଆଇ ପରେଡ୍ । ଏହି ସମୟରେ ପୀଡିତା ଅଞ୍ଜନା ମିଶ୍ର ମଧ୍ୟ ଉପସ୍ଥିତ ରହିବେ। ଭୁବନେଶ୍ବର ଜେଏମଏଫସିଙ୍କ ଉପସ୍ଥିତିରେ ଏହି ଟିଆଇ ପରେଡ ହେବ ବୋଲି ଜଣାପଡ଼ିଛି।

ଅନ୍ୟପଟେ,  ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ। ବିବନକୁ ୫ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର ସ୍ବତନ୍ତ୍ର ସିଜେଏମଙ୍କ ନିକଟରେ ଆବେଦନ କରିଥିଲା ସିବିଆଇ।

ସୂଚନା ଅନୁଯାୟୀ, ୧୯୯୯ ଜାନୁଆରୀ ୯ ତାରିଖରେ ବାରଙ୍ଗ ବେଲଗାଛିଆରେ ଅଞ୍ଜନା ଗଣଦୁଷ୍କର୍ମର ଶିକାର ହୋଇଥିଲେ। ଅପରାଧ ଘଟାଇବା ପରେ ବିବନ ଗାଏବ ହୋଇଯାଇଥିଲା । ଅପରାଧରେ ତାକୁ ସହଯୋଗ କରିଥିବା ଦୁଇ ଜଣ ପୁଲିସ ହାତର ଧରା ପଡ଼ିଥିଲେ । ଅପରାଧର ୨୨ ବର୍ଷ ପରେ ବିବନକୁ ମହାରାଷ୍ଟ୍ରର ଆମ୍ବିଭ୍ୟାଲିରୁ କମିଶନରେଟ୍ ପୁଲିସ୍ ଅପରେସନ୍ ସାଇଲେଣ୍ଟ୍ ଭାଇପରରେ ବିବନକୁ ଧରିବାରେ ସକ୍ଷମ ହୋଇଥିଲା । ବର୍ତ୍ତମାନ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିଛି ଅଭିଯୁକ୍ତ ବିବନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର