ଆଜି ପ୍ରକାଶ ପାଇପାରେ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

The Sakala Picture
Published On

ଭୁବନେଶ୍ୱର : ଆଜି ପ୍ରକାଶ ପାଇପାରେ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଯଦିଓ ଏଥିନେଇ କୌଣସି ବିଧିବଦ୍ଧ ଭାବେ ଘୋଷଣା ହୋଇନାହିଁ, ତଥାପି ଖୁବଶୀଘ୍ର ଅଫିସିଆଲ ଘୋଷଣା ହୋଇପାରେ ବୋଲି ଜଣାପଡିଛି । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ପରୀକ୍ଷା ରୋଲ ନମ୍ବର ଓ ଆଡମିଟ କାର୍ଡ ମାଧ୍ୟମରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣିପାରିବେ । […]

ଭୁବନେଶ୍ୱର : ଆଜି ପ୍ରକାଶ ପାଇପାରେ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଯଦିଓ ଏଥିନେଇ କୌଣସି ବିଧିବଦ୍ଧ ଭାବେ ଘୋଷଣା ହୋଇନାହିଁ, ତଥାପି ଖୁବଶୀଘ୍ର ଅଫିସିଆଲ ଘୋଷଣା ହୋଇପାରେ ବୋଲି ଜଣାପଡିଛି । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ପରୀକ୍ଷା ରୋଲ ନମ୍ବର ଓ ଆଡମିଟ କାର୍ଡ ମାଧ୍ୟମରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣିପାରିବେ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ଉପରେ ପୁଲିସର ଦମନଲୀଳାକୁ ବିଜେଡି ସାଂସଦଙ୍କ ତୀବ୍ର ନିନ୍ଦା

ଗତ ଫେବ୍ରୁଆରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସଇ ଦଶମ ଏବଂ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ବାଦଶ ପରୀକ୍ଷା ହୋଇଥିଲା । ଚଳିତବର୍ଷ ଦେଶର ୭ହଜାର ୨୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ୨୧ ଲକ୍ଷ ୮୬ ହଜାର ୯୪୦ ଜଣ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ଦେଇଥିବାବେଳେ ଦ୍ୱାଦଶ ଶ୍ରେଣୀରେ ୧୬ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

12 May 2023 By The Sakala

ଆଜି ପ୍ରକାଶ ପାଇପାରେ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

ଭୁବନେଶ୍ୱର : ଆଜି ପ୍ରକାଶ ପାଇପାରେ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଯଦିଓ ଏଥିନେଇ କୌଣସି ବିଧିବଦ୍ଧ ଭାବେ ଘୋଷଣା ହୋଇନାହିଁ, ତଥାପି ଖୁବଶୀଘ୍ର ଅଫିସିଆଲ ଘୋଷଣା ହୋଇପାରେ ବୋଲି ଜଣାପଡିଛି । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ପରୀକ୍ଷା ରୋଲ ନମ୍ବର ଓ ଆଡମିଟ କାର୍ଡ ମାଧ୍ୟମରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣିପାରିବେ ।

ଗତ ଫେବ୍ରୁଆରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସଇ ଦଶମ ଏବଂ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ବାଦଶ ପରୀକ୍ଷା ହୋଇଥିଲା । ଚଳିତବର୍ଷ ଦେଶର ୭ହଜାର ୨୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ୨୧ ଲକ୍ଷ ୮୬ ହଜାର ୯୪୦ ଜଣ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ଦେଇଥିବାବେଳେ ଦ୍ୱାଦଶ ଶ୍ରେଣୀରେ ୧୬ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର