ପ୍ରକାଶ ପାଇଲା CBSE ଦଶମ ବୋର୍ଡ ରେଜଲ୍ଟ, results.cbse.nic.inରେ ରେଜଲ୍ଟ ଉପଲବ୍ଧ

Madhusudan Das Picture
Published On

ନୂଆଦିଲ୍ଲୀ: ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ । results.cbse.nic.inରେ ରେଜଲ୍ଟ ଉପଲବ୍ଧ । ଡିଜିଲକର ଓ ଉମଙ୍ଗ ଆପ୍‌ରେ ମଧ୍ୟ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ବୋର୍ଡ ପକ୍ଷରୁ ଜାରି ତଥ୍ୟ ଅନୁସାରେ, ୨୩.୧୬ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଚଳିତ ବର୍ଷ ପାସ୍ ହାର ୯୩.୭୦% ରହିଛି। ଯାହା ଗତ ବର୍ଷର ପାସ୍ ହାରଠାରୁ ସାମାନ୍ୟ ଅଧିକ। 

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ରିପୋର୍ଟ ଅନୁସାରେ, ଚଳିତ ଥର ଦଶମ ପରୀକ୍ଷା ପାଇଁ ୨୪, ୮୩,୪୭୯ ଛାତ୍ରଛାତ୍ରୀ ପଞ୍ଜିକରଣ କରିଥିଲେ ଏବଂ ସେଥିମଧ୍ୟରୁ ୨୪, ୭୧, ୭୭୭ ଜଣ ପରୀକ୍ଷା ଦେଇଥିଲେ। ଏଥିରୁ ଓଡ଼ିଶାରୁ ଅଛନ୍ତି ପ୍ରାୟ ୧ ଲକ୍ଷ ପରୀକ୍ଷାର୍ଥୀ । ସିବିଏସଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃଆରୀ ୧୭ ରୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର