ଆଜି ଦିନ ୧୨ଟାରେ ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ

The Sakala Picture
Published On

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ । ଦିନ ୧୨ଟାରେ ଘୋଷଣା ହେବ ରେଜଲ୍ଟ । ଏନେଇ ସିବିଏସଇ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀମାନେ cbseresults.nic.in ଓ cbse.gov.iରୁ ନିଜ ପରୀକ୍ଷାଫଳ ଜାଣି ପାରିବେ । ଚଳିତବର୍ଷ କରୋନା ଯୋଗୁ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇବ ।

ଆହୁରି ପଢ଼ନ୍ତୁ: ୯ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ସ୍କାମ୍: ସଡକ ଓ ଗୃହ ନିର୍ମାଣ ବିଭାଗର ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର