ଏପ୍ରିଲ ୨୬ରୁ ସିବିଏସଇର ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା

The Sakala Picture
Published On

ନୂଆଦିଲ୍ଲୀ: ଏପ୍ରିଲପ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା । ଏପ୍ରିଲ ୨୬ରୁ ଉଭୟ ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା ହେବ । ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଦଶମ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମଇ ୨୪ରେ ଶେଷ ହେବ । […]

ନୂଆଦିଲ୍ଲୀ: ଏପ୍ରିଲପ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା । ଏପ୍ରିଲ ୨୬ରୁ ଉଭୟ ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା ହେବ । ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ସୂଚନା ଅନୁଯାୟୀ, ଦଶମ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମଇ ୨୪ରେ ଶେଷ ହେବ । ସେହିପରି ଦ୍ବାଦଶ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ଜୁନ୍ ୧୫ରେ ସମାପ୍ତ ହେବ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର