ପ୍ରକାଶ ପାଇଲା ‘ସିବିଏସ୍‌ଇ’ ଦଶମଶ୍ରେଣୀ ପରୀକ୍ଷା ଫଳ, ଚଳିତବର୍ଷ ମୋଟ ପାସ୍‌ ହାର ୯୩.୧୨ ପ୍ରତିଶତ

The Sakala Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫଳ । ଚଳିତବର୍ଷ ମୋଟ ପାସ୍ ହାର ରହିଛି ୯୩.୧୨ ପ୍ରତିଶତ । ଗତବର୍ଷ ଅପେକ୍ଷା ୧.୨୮ ପ୍ରତିଶତ କମ୍ ରହିଛି ପାସ୍‌ ହାର । ଝିଅଙ୍କ ପାସ୍ ହାର ୯୪.୨୫% ରହିଥିବାବେଳେ ପୁଅଙ୍କ ପାସ୍ ହାର ରହିଛି ୯୨.୨୭% । ୯୯.୯୧% ପାସ୍ ହାର ସହ ତ୍ରିବେନ୍ଦ୍ରମ୍ ରିଜିଅନ୍ ଶୀର୍ଷରେ ରହିଛି । ଭୁବନେଶ୍ୱର ରିଜିଅନ ପାସ୍ ହାର ୯୩.୬୪ ପ୍ରତିଶତ ରହିଛି । cbseresults.nic.inରେ […]

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫଳ । ଚଳିତବର୍ଷ ମୋଟ ପାସ୍ ହାର ରହିଛି ୯୩.୧୨ ପ୍ରତିଶତ । ଗତବର୍ଷ ଅପେକ୍ଷା ୧.୨୮ ପ୍ରତିଶତ କମ୍ ରହିଛି ପାସ୍‌ ହାର । ଝିଅଙ୍କ ପାସ୍ ହାର ୯୪.୨୫% ରହିଥିବାବେଳେ ପୁଅଙ୍କ ପାସ୍ ହାର ରହିଛି ୯୨.୨୭% । ୯୯.୯୧% ପାସ୍ ହାର ସହ ତ୍ରିବେନ୍ଦ୍ରମ୍ ରିଜିଅନ୍ ଶୀର୍ଷରେ ରହିଛି । ଭୁବନେଶ୍ୱର ରିଜିଅନ ପାସ୍ ହାର ୯୩.୬୪ ପ୍ରତିଶତ ରହିଛି । cbseresults.nic.inରେ ରେଜଲ୍ଟ ଉପଲବ୍ଧ । cbse.nic.in ରେ ମଧ୍ୟ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ସେହିପରି କିଛି ସମୟ ପୂର୍ବରୁ ପ୍ରକାଶ ପାଇଥିଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । ଦ୍ବାଦଶ ଶ୍ରେଣୀରେ ଚଳିତବର୍ଷ ମୋଟ ପାସ୍ ହାର ୮୭.୩୩ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୦.୬୮ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୪.୬୭ ରହିଛି । ଗତ ଥର ଅପେକ୍ଷା ଏଥର ପାସ୍ ହାର କମ୍ ରହିଛି ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

12 May 2023 By The Sakala

ପ୍ରକାଶ ପାଇଲା ‘ସିବିଏସ୍‌ଇ’ ଦଶମଶ୍ରେଣୀ ପରୀକ୍ଷା ଫଳ, ଚଳିତବର୍ଷ ମୋଟ ପାସ୍‌ ହାର ୯୩.୧୨ ପ୍ରତିଶତ

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫଳ । ଚଳିତବର୍ଷ ମୋଟ ପାସ୍ ହାର ରହିଛି ୯୩.୧୨ ପ୍ରତିଶତ । ଗତବର୍ଷ ଅପେକ୍ଷା ୧.୨୮ ପ୍ରତିଶତ କମ୍ ରହିଛି ପାସ୍‌ ହାର । ଝିଅଙ୍କ ପାସ୍ ହାର ୯୪.୨୫% ରହିଥିବାବେଳେ ପୁଅଙ୍କ ପାସ୍ ହାର ରହିଛି ୯୨.୨୭% । ୯୯.୯୧% ପାସ୍ ହାର ସହ ତ୍ରିବେନ୍ଦ୍ରମ୍ ରିଜିଅନ୍ ଶୀର୍ଷରେ ରହିଛି । ଭୁବନେଶ୍ୱର ରିଜିଅନ ପାସ୍ ହାର ୯୩.୬୪ ପ୍ରତିଶତ ରହିଛି । cbseresults.nic.inରେ ରେଜଲ୍ଟ ଉପଲବ୍ଧ । cbse.nic.in ରେ ମଧ୍ୟ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ ।

ସେହିପରି କିଛି ସମୟ ପୂର୍ବରୁ ପ୍ରକାଶ ପାଇଥିଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । ଦ୍ବାଦଶ ଶ୍ରେଣୀରେ ଚଳିତବର୍ଷ ମୋଟ ପାସ୍ ହାର ୮୭.୩୩ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୦.୬୮ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୪.୬୭ ରହିଛି । ଗତ ଥର ଅପେକ୍ଷା ଏଥର ପାସ୍ ହାର କମ୍ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର