ପ୍ରକାଶ ପାଇଲା CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ, ଚଳିତବର୍ଷ ପାସ୍ ହାର ୮୭.୩୩ ପ୍ରତିଶତ

The Sakala Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତବର୍ଷ ମୋଟ ପାସ୍ ହାର ୮୭.୩୩ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୦.୬୮ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୪.୬୭ ରହିଛି । ଗତ ଥର ଅପେକ୍ଷା ଏଥର ପାସ୍ ହାର କମ୍ ରହିଛି । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥିସହ digilocker.gov.in ରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ ହେବ […]

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତବର୍ଷ ମୋଟ ପାସ୍ ହାର ୮୭.୩୩ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୦.୬୮ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୪.୬୭ ରହିଛି । ଗତ ଥର ଅପେକ୍ଷା ଏଥର ପାସ୍ ହାର କମ୍ ରହିଛି । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥିସହ digilocker.gov.in ରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ ହେବ ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ସିବିଏସଇ ଦ୍ୱାଦଶ ପରୀକ୍ଷା ପାଇଁ ଚଳିତବର୍ଷ ୧୯ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ । ସେଥିମଧ୍ୟରୁ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର