ଫେବୃଆରୀ ୧୫ରୁ ସିବିଏସଇର ଦଶମ ଓ ଦ୍ବାଦଶ ପରୀକ୍ଷା

ଭୁବନେଶ୍ବର: CBSE ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଫେବୃଆରୀ ୧୫ରୁ CBSEର ଦଶମ ଓ ଦ୍ବାଦଶ ଶ୍ରେଣୀ ପରକ୍ଷା ଆରମ୍ଭ ହୋଇ ୫ ଏପ୍ରିଲ ଯାଏ ଚାଲିବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବ। ସେହିପରି ଦ୍ବାଦଶ ପରୀକ୍ଷା ଏପ୍ରଲ ୫ରେ ଶେଷ ହେବ ।  ତେବେ ଜାନୁଆରୀ ୨ ରୁ ୧୪ ତାରିଖ ଯାଏ ପ୍ରକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ […]

ଭୁବନେଶ୍ବର: CBSE ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଫେବୃଆରୀ ୧୫ରୁ CBSEର ଦଶମ ଓ ଦ୍ବାଦଶ ଶ୍ରେଣୀ ପରକ୍ଷା ଆରମ୍ଭ ହୋଇ ୫ ଏପ୍ରିଲ ଯାଏ ଚାଲିବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବ। ସେହିପରି ଦ୍ବାଦଶ ପରୀକ୍ଷା ଏପ୍ରଲ ୫ରେ ଶେଷ ହେବ ।  ତେବେ ଜାନୁଆରୀ ୨ ରୁ ୧୪ ତାରିଖ ଯାଏ ପ୍ରକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ ପ୍ରକାଶ ପାଇଛି।

 

 

About The Author: The Sakala