ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି

Deviprasad Mohanty Picture
Published On

ଭୁବନେଶ୍ବର: ରାଜ୍ୟ ସରକାର ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରୀ କୋଠା ବାହାରେ ସିସିଟିଭି ଲଗାଇବାକୁ ଯୋଜନା କରିଛନ୍ତି। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।ସରକାରୀ କୋଠା ବାହାରେ ଲାଗିବାକୁ ଥିବା ସିସିଟିଭି ଅତିକମ୍‌ରେ ୫୦୦ ମିଟର ଯାଏଁ କଭରେଜ କରିବ। ଏପରିକି କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ରୁମ୍‌ ସହ ଉକ୍ତ ସିସିଟିଭି ଯୋଡ଼ାଯିବ ବୋଲି ଜଣାପଡିଛି। 

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

13 Oct 2025 By Deviprasad Mohanty

ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି

ଭୁବନେଶ୍ବର: ରାଜ୍ୟ ସରକାର ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରୀ କୋଠା ବାହାରେ ସିସିଟିଭି ଲଗାଇବାକୁ ଯୋଜନା କରିଛନ୍ତି। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।ସରକାରୀ କୋଠା ବାହାରେ ଲାଗିବାକୁ ଥିବା ସିସିଟିଭି ଅତିକମ୍‌ରେ ୫୦୦ ମିଟର ଯାଏଁ କଭରେଜ କରିବ। ଏପରିକି କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ରୁମ୍‌ ସହ ଉକ୍ତ ସିସିଟିଭି ଯୋଡ଼ାଯିବ ବୋଲି ଜଣାପଡିଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର