ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ

Madhusudan Das Picture
Published On

କାମାକ୍ଷାନଗର: ଜନଗଣନା କର୍ମଚାରୀଙ୍କୁ ମାଡ ଅଭିଯୋଗ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବା ବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ । ଆକ୍ରମଣରେ ୪ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ସେମାନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି । କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଆଟାକ ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ୍ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ

କର୍ମଚାରୀଙ୍କୁ ମାଡ଼ ମାରିବା ସହ ଜନଗଣନା କରୁଥିବା ଦିଦିଙ୍କ ଗାଡି ଭାଙ୍ଗି ଦେଇଛନ୍ତି ସମ୍ପୃକ୍ତ ବ୍ୟକ୍ତି ଓ ତାଙ୍କ ଦୁଇ ପୁଅ l ଏହା ସହ ପଥର ଧରି ମାରିବାକୁ ଗୋଡାଇଥିବା ଅଭିଯୋଗ ହୋଇଛି । ଖବର ପାଇ କାମାକ୍ଷାନଗର ଉପଜିଲ୍ଲାପାଳ, ତହସିଲଦାର, ଏସଡିପିଓ ଓ ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ପୋଲିସ ଆକ୍ରମଣକାରୀଙ୍କୁ ଅଟକ ରଖି ତଦନ୍ତ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

22 Apr 2026 By Madhusudan Das

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ

କାମାକ୍ଷାନଗର: ଜନଗଣନା କର୍ମଚାରୀଙ୍କୁ ମାଡ ଅଭିଯୋଗ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବା ବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ । ଆକ୍ରମଣରେ ୪ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ସେମାନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି । କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଆଟାକ ହୋଇଛି ।

କର୍ମଚାରୀଙ୍କୁ ମାଡ଼ ମାରିବା ସହ ଜନଗଣନା କରୁଥିବା ଦିଦିଙ୍କ ଗାଡି ଭାଙ୍ଗି ଦେଇଛନ୍ତି ସମ୍ପୃକ୍ତ ବ୍ୟକ୍ତି ଓ ତାଙ୍କ ଦୁଇ ପୁଅ l ଏହା ସହ ପଥର ଧରି ମାରିବାକୁ ଗୋଡାଇଥିବା ଅଭିଯୋଗ ହୋଇଛି । ଖବର ପାଇ କାମାକ୍ଷାନଗର ଉପଜିଲ୍ଲାପାଳ, ତହସିଲଦାର, ଏସଡିପିଓ ଓ ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ପୋଲିସ ଆକ୍ରମଣକାରୀଙ୍କୁ ଅଟକ ରଖି ତଦନ୍ତ କରୁଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର