କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ, ଶ୍ରୀ ଷଡଙ୍ଗୀଙ୍କ ସମେତ ଡ୍ରାଇଭର,ପିଏ ଆହତ

The Sakala Picture
Published On

ଦୁର୍ଘଟଣାରେ ଆହତ ହେଲେ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । ଆଜି କେନ୍ଦ୍ରମନ୍ତ୍ରୀଙ୍କ ଗାଡିକୁ ଏକ ଟ୍ରାକ୍ଟର ଆସି ପିଟିବା ଫଳରେ ପ୍ରତାପ ଷଡଙ୍ଗୀଙ୍ଗ ସମେତ ୩ ଜଣ ଆହତ ହୋଇଛନ୍ତି । ନୀଳଗିରି ପୋଡାଶୂଳ ନିକଟରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଡ୍ରାଇଭର,ପିଏ ଙ୍କ ସହ ଶ୍ରୀ ଷଡଙ୍ଗୀ ମଧ୍ୟ ଆହତ ହୋଇଛନ୍ତି । ସମସ୍ତ ଙ୍କୁ ନୀଳଗିରି ଡାକ୍ତରଖାନା କୁ ଅଣାଯାଇ ଚିକିତ୍ସା […]

ଦୁର୍ଘଟଣାରେ ଆହତ ହେଲେ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । ଆଜି କେନ୍ଦ୍ରମନ୍ତ୍ରୀଙ୍କ ଗାଡିକୁ ଏକ ଟ୍ରାକ୍ଟର ଆସି ପିଟିବା ଫଳରେ ପ୍ରତାପ ଷଡଙ୍ଗୀଙ୍ଗ ସମେତ ୩ ଜଣ ଆହତ ହୋଇଛନ୍ତି । ନୀଳଗିରି ପୋଡାଶୂଳ ନିକଟରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଡ୍ରାଇଭର,ପିଏ ଙ୍କ ସହ ଶ୍ରୀ ଷଡଙ୍ଗୀ ମଧ୍ୟ ଆହତ ହୋଇଛନ୍ତି । ସମସ୍ତ ଙ୍କୁ ନୀଳଗିରି ଡାକ୍ତରଖାନା କୁ ଅଣାଯାଇ ଚିକିତ୍ସା କରାଯାଇଛି ।

ଆହୁରି ପଢ଼ନ୍ତୁ: ବନ୍ୟା ପରିଚାଳନା ପ୍ରସଙ୍ଗରେ ସରକାରଙ୍କୁ ବିଜେଡି ନେତ୍ରୀ ସୁଜାତାଙ୍କ ସମାଲୋଚନା: ୨ ବର୍ଷରେ ଭୁଶୁଡ଼ିଯାଇଛି ୨ ଦଶନ୍ଧିର ବ୍ୟବସ୍ଥା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର