ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଲକଡାଉନ କୋହଳ ନେଇ ସବୁ ରାଜ୍ୟଙ୍କୁ କେନ୍ଦ୍ରର ପାଞ୍ଚ ସୂତ୍ରୀ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର: କୋଭିଡଜନିତ ଲକଡାଉନ କୋହଳ ନେଇ ସବୁ ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ । କୋହଳ କଟକଣା ଯୋଗୁ ବିଭିନ୍ନ ସ୍ଥାନରେ ଜନଗହଳି ସୃଷ୍ଟି ହେଉଥିବାରୁ କୋଭିଡ ଗାଇଡଲାଇନ ପାଳନ କରିବା ଲାଗି ୫ ସୂତ୍ରୀ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର । କୋଭିଡ ନିୟନ୍ତ୍ରଣ ନେଇ ଉପଯୁକ୍ତ ପଦକ୍ଷେପ, ଟେଷ୍ଟ-ଟ୍ରାକ-ଟ୍ରିଟ ଓ ଟିକାକରଣ ଉପରେ ଗୁରୁତ୍ବ ଦେଇଛନ୍ତି ସରକାର । ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କଟକଣା କୋହଳ ହେଉଥିବାରୁ ଏଥିପ୍ରତି ସତର୍କ ରହିବା ଲାଗ […]

ଭୁବନେଶ୍ୱର: କୋଭିଡଜନିତ ଲକଡାଉନ କୋହଳ ନେଇ ସବୁ ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ । କୋହଳ କଟକଣା ଯୋଗୁ ବିଭିନ୍ନ ସ୍ଥାନରେ ଜନଗହଳି ସୃଷ୍ଟି ହେଉଥିବାରୁ କୋଭିଡ ଗାଇଡଲାଇନ ପାଳନ କରିବା ଲାଗି ୫ ସୂତ୍ରୀ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର । କୋଭିଡ ନିୟନ୍ତ୍ରଣ ନେଇ ଉପଯୁକ୍ତ ପଦକ୍ଷେପ, ଟେଷ୍ଟ-ଟ୍ରାକ-ଟ୍ରିଟ ଓ ଟିକାକରଣ ଉପରେ ଗୁରୁତ୍ବ ଦେଇଛନ୍ତି ସରକାର । ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କଟକଣା କୋହଳ ହେଉଥିବାରୁ ଏଥିପ୍ରତି ସତର୍କ ରହିବା ଲାଗ ତତ୍ପର ହୋଇଛନ୍ତି ସରକାର । ଏହା ସହ ଏହି ଗାଇଡଲାଇନ ନ ମାନିଲେ ସ୍ଥିତି ପୁଣି ପୂର୍ବପରି ବିଗିଡିପାରେ ବୋଲି ସତର୍କ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

କେନ୍ଦ୍ର ଗୃହ ସଚିବ କହିଛନ୍ତି ଯେ, କରୋନାର ଦ୍ବିତୀୟ ଲହରୀରେ ଅସାବଧନତା ଯୋଗୁ ସଂକ୍ରମଣ ସଂଖ୍ୟା ବିଶେଷ ଭାବେ ବଢିଲା । ସେପଟେ ସକ୍ରିୟ ମାମଲା ସଂଖ୍ୟା ହ୍ରାସ ପାଉଥିବାରୁ ବିଭିନ୍ନ ରାଜ୍ୟରେ ଲକଡାଉନକୁ ହ୍ରାସ କରାଯାଉଛି । ତେବେ ଗ୍ରାଉଣ୍ଡ ଜିରୋର ସ୍ଥିତି ଅନୁଧ୍ୟାନ ପରେ ହିଁ ଲକଡାଉନ କୋହଳ ବିଷୟ ଚିନ୍ତା କରାଯିବା ଆବଶ୍ୟକ ବୋଲି କହିଛନ୍ତି ଗୃହସଚିବ ଅଜୟ ଭାଲ୍ଲା । ଏହା ସହ ସମସ୍ତେ ମାସ୍କ ପିନ୍ଧିବା, ହାତ ସଫା କରିବା, ସାମାଜିକ ଦୂରତା ରକ୍ଷା କରିବା ଆଦି ନିୟମକୁ ମାନିବା ଲାଗି ସେ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

19 Jun 2021 By The Sakala

ଲକଡାଉନ କୋହଳ ନେଇ ସବୁ ରାଜ୍ୟଙ୍କୁ କେନ୍ଦ୍ରର ପାଞ୍ଚ ସୂତ୍ରୀ ପରାମର୍ଶ

ଭୁବନେଶ୍ୱର: କୋଭିଡଜନିତ ଲକଡାଉନ କୋହଳ ନେଇ ସବୁ ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ । କୋହଳ କଟକଣା ଯୋଗୁ ବିଭିନ୍ନ ସ୍ଥାନରେ ଜନଗହଳି ସୃଷ୍ଟି ହେଉଥିବାରୁ କୋଭିଡ ଗାଇଡଲାଇନ ପାଳନ କରିବା ଲାଗି ୫ ସୂତ୍ରୀ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର । କୋଭିଡ ନିୟନ୍ତ୍ରଣ ନେଇ ଉପଯୁକ୍ତ ପଦକ୍ଷେପ, ଟେଷ୍ଟ-ଟ୍ରାକ-ଟ୍ରିଟ ଓ ଟିକାକରଣ ଉପରେ ଗୁରୁତ୍ବ ଦେଇଛନ୍ତି ସରକାର । ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କଟକଣା କୋହଳ ହେଉଥିବାରୁ ଏଥିପ୍ରତି ସତର୍କ ରହିବା ଲାଗ ତତ୍ପର ହୋଇଛନ୍ତି ସରକାର । ଏହା ସହ ଏହି ଗାଇଡଲାଇନ ନ ମାନିଲେ ସ୍ଥିତି ପୁଣି ପୂର୍ବପରି ବିଗିଡିପାରେ ବୋଲି ସତର୍କ ସୂଚନା ଦେଇଛନ୍ତି ।

କେନ୍ଦ୍ର ଗୃହ ସଚିବ କହିଛନ୍ତି ଯେ, କରୋନାର ଦ୍ବିତୀୟ ଲହରୀରେ ଅସାବଧନତା ଯୋଗୁ ସଂକ୍ରମଣ ସଂଖ୍ୟା ବିଶେଷ ଭାବେ ବଢିଲା । ସେପଟେ ସକ୍ରିୟ ମାମଲା ସଂଖ୍ୟା ହ୍ରାସ ପାଉଥିବାରୁ ବିଭିନ୍ନ ରାଜ୍ୟରେ ଲକଡାଉନକୁ ହ୍ରାସ କରାଯାଉଛି । ତେବେ ଗ୍ରାଉଣ୍ଡ ଜିରୋର ସ୍ଥିତି ଅନୁଧ୍ୟାନ ପରେ ହିଁ ଲକଡାଉନ କୋହଳ ବିଷୟ ଚିନ୍ତା କରାଯିବା ଆବଶ୍ୟକ ବୋଲି କହିଛନ୍ତି ଗୃହସଚିବ ଅଜୟ ଭାଲ୍ଲା । ଏହା ସହ ସମସ୍ତେ ମାସ୍କ ପିନ୍ଧିବା, ହାତ ସଫା କରିବା, ସାମାଜିକ ଦୂରତା ରକ୍ଷା କରିବା ଆଦି ନିୟମକୁ ମାନିବା ଲାଗି ସେ ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର