ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ

The Sakala Picture
Published On

ଭୁବନେଶ୍ବର : ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି । ଏହି ୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ – ଅନୁଗୁଳ  ଜିଲ୍ଲା –  ସଦାଶିବ ନାୟକ ବାଲେଶ୍ବର –  ମଦନ ମୋହନ ମାଝୀ ବଲାଙ୍ଗୀର –  ବ୍ରଜମୋହନ ବିଶୋଇ ବୌଦ୍ଧ – ଭଗବାନ କହଁର ଢେଙ୍କାନାଳ – ସୁରେନ୍ଦ୍ର ହେମ୍ବ୍ରମ ଯାଜପୁର –  […]

ଭୁବନେଶ୍ବର : ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି ।
ଏହି ୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ –
ଅନୁଗୁଳ  ଜିଲ୍ଲା –  ସଦାଶିବ ନାୟକ
ବାଲେଶ୍ବର –  ମଦନ ମୋହନ ମାଝୀ
ବଲାଙ୍ଗୀର –  ବ୍ରଜମୋହନ ବିଶୋଇ
ବୌଦ୍ଧ – ଭଗବାନ କହଁର
ଢେଙ୍କାନାଳ – ସୁରେନ୍ଦ୍ର ହେମ୍ବ୍ରମ
ଯାଜପୁର –  ଲମ୍ବୋଦର ମୁଣ୍ଡା
କଳାହାଣ୍ଡି –  ଶିବାଜୀ ମାଝୀ
ନୂଆପଡା – ଭଗତରାମ ମାଝୀ
ସମ୍ବଲପୁର – ଶୋଭାରାମ ପ୍ରଧାନ
ଦେବଗଡ – ପାଞ୍ଜିଆ ଭୋଇ
ବରଗଡ – ସୁଶୀଳା ଭୋଇ
ଝାରସୁଗୁଡା – ମୋହନ କିଶାନ
ନୟାଗଡ – ଜାନକୀ ଦେହୁରୀ
ଗଞ୍ଜାମ – ବିଦ୍ୟାଧର ଜାନୀ
ସୂଚନାଯୋଗ୍ୟ ଯେ ୨୦୧୭ ମସିହାରୁ ୯ଟି ଜିଲ୍ଲାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟକାରୀ ହେଉଥିଲା।  ନିକଟରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହାକୁ ଆଉ ୧୪ଟି ଜିଲ୍ଲାକୁ ସଂପ୍ରସାରିତ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ପରିଷଦ ଗୁଡିକ ଜରିଆରେ ରାଜ୍ୟର ଜନଜାତି ମାନଙ୍କର କଳା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ଓ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp