ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।  ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୫ଦିନ ବର୍ଷା ଲାଗି ରହିବା ସମ୍ଭାବନା ରହିଛି। ଏଥି ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, […]

ଭୁବନେଶ୍ବର: ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।  ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୫ଦିନ ବର୍ଷା ଲାଗି ରହିବା ସମ୍ଭାବନା ରହିଛି। ଏଥି ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ:  ୨୦ ଘଣ୍ଟାର ସର୍ଚ୍ଚ ଅପରେସନ ପରେ ଝାଞ୍ଜ ପାହାଡ଼ରୁ ସୁରକ୍ଷିତ ଉଦ୍ଧାର ହେଲେ ୨ ନିଖୋଜ ଯୁବକ

ଆହୁରି ପଢ଼ନ୍ତୁ: ବିଜେପି କ୍ଷମତା ବଳରେ ଜନତାଙ୍କ ସ୍ୱରକୁ ଚାପିବାକୁ ଉଦ୍ୟମ
କରୁଛି: ବିଜେଡି: ବିଜେଡି

03 Jul 2024 By The Sakala

ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।  ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୫ଦିନ ବର୍ଷା ଲାଗି ରହିବା ସମ୍ଭାବନା ରହିଛି। ଏଥି ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର