ଜୁଲାଇ ୪ରେ ଲଘୁଚାପ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେଉଥିବାର ଦେଖିବାକୁ ମିଳୁଛି । ଏପରିସ୍ଥିିତିରେ ଆସନ୍ତା ଜୁଲାଇ ୪ ତାରିଖ ଉତ୍ତର ଓଡ଼ିଶା ଏବଂ ତତସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ତେବେ ଆସନ୍ତା ଦିନେରୁ ଦୁଇଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର […]

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେଉଥିବାର ଦେଖିବାକୁ ମିଳୁଛି । ଏପରିସ୍ଥିିତିରେ ଆସନ୍ତା ଜୁଲାଇ ୪ ତାରିଖ ଉତ୍ତର ଓଡ଼ିଶା ଏବଂ ତତସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ତେବେ ଆସନ୍ତା ଦିନେରୁ ଦୁଇଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହି ଲଘୁଚାପ ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଆହୁରି ସକ୍ରିୟ କରାଇବା ସହ ରାଜ୍ୟରେ ବର୍ଷାର ପରିମାଣକୁ ବଢ଼ାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  କୁହାଯାଇଇଛି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

01 Jul 2022 By The Sakala

ଜୁଲାଇ ୪ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେଉଥିବାର ଦେଖିବାକୁ ମିଳୁଛି । ଏପରିସ୍ଥିିତିରେ ଆସନ୍ତା ଜୁଲାଇ ୪ ତାରିଖ ଉତ୍ତର ଓଡ଼ିଶା ଏବଂ ତତସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ତେବେ ଆସନ୍ତା ଦିନେରୁ ଦୁଇଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହି ଲଘୁଚାପ ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଆହୁରି ସକ୍ରିୟ କରାଇବା ସହ ରାଜ୍ୟରେ ବର୍ଷାର ପରିମାଣକୁ ବଢ଼ାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  କୁହାଯାଇଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର