ଭିଡିଓ କଲରେ ସମସ୍ୟାର ହେଲା ସମାଧାନ: ଆମ ହସ୍ପିଟାଲରେ ସାମିଲ ହେଲା ଛେଣ୍ଡିପଦା CHC

The Sakala Picture
Published On

ଅନୁଗୁଳ: ଅନୁଗୁଳ ଜିଲ୍ଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍। ଫାଇଭ-ଟି ସଚିବ ଭି କେ ପାଣ୍ଡିଆନଙ୍କ ଅନୁଗୁଳ ଗସ୍ତବେଳେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିଥିଲେ । ସେଠାରେ ଲୋକମାନେ ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ଅନୁରୋଧ କରିଥିଲେ । ଏପରି ଦାବି ଶୁଣି ଦୁଇ ମିନିଟରେ ଦାବି ପୂରଣ ହେବ ବୋଲି କହି ମଞ୍ଚ ଉପରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ଯୋଗେ ଆଲୋଚନା କରିଥିଲେ । ସବୁ […]

ଅନୁଗୁଳ: ଅନୁଗୁଳ ଜିଲ୍ଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍। ଫାଇଭ-ଟି ସଚିବ ଭି କେ ପାଣ୍ଡିଆନଙ୍କ ଅନୁଗୁଳ ଗସ୍ତବେଳେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିଥିଲେ । ସେଠାରେ ଲୋକମାନେ ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ଅନୁରୋଧ କରିଥିଲେ । ଏପରି ଦାବି ଶୁଣି ଦୁଇ ମିନିଟରେ ଦାବି ପୂରଣ ହେବ ବୋଲି କହି ମଞ୍ଚ ଉପରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ଯୋଗେ ଆଲୋଚନା କରିଥିଲେ । ସବୁ କଥା ଶୁଣିବା ପରେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ତୁରନ୍ତ ଆମ ହସପିଟାଲରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

10 Jul 2023 By The Sakala

ଭିଡିଓ କଲରେ ସମସ୍ୟାର ହେଲା ସମାଧାନ: ଆମ ହସ୍ପିଟାଲରେ ସାମିଲ ହେଲା ଛେଣ୍ଡିପଦା CHC

ଅନୁଗୁଳ: ଅନୁଗୁଳ ଜିଲ୍ଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍। ଫାଇଭ-ଟି ସଚିବ ଭି କେ ପାଣ୍ଡିଆନଙ୍କ ଅନୁଗୁଳ ଗସ୍ତବେଳେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିଥିଲେ । ସେଠାରେ ଲୋକମାନେ ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ଅନୁରୋଧ କରିଥିଲେ । ଏପରି ଦାବି ଶୁଣି ଦୁଇ ମିନିଟରେ ଦାବି ପୂରଣ ହେବ ବୋଲି କହି ମଞ୍ଚ ଉପରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ଯୋଗେ ଆଲୋଚନା କରିଥିଲେ । ସବୁ କଥା ଶୁଣିବା ପରେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ତୁରନ୍ତ ଆମ ହସପିଟାଲରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

https://www.thesakala.in/latest-odisha-news/chendipada-hospital-issue-slove-in-one-videocall-with-cm-naveen-patnaik/article-23368
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର