ଭିଜିଲାନ୍ସ ପଞ୍ଝାରେ ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ଆନନ୍ଦ ରାଓ

The Sakala Picture
Published On

ମାଲକାନଗିରି: ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ ବାବୁ । ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ . ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଭିଜିଲାନ୍ସ ବିଭାଗର ୯ ଜଣିଆ ଟିମ ଚଢ଼ାଉରେ ସାମିଲ ହୋଇଥିବା ନେଇ ସୂଚନା ମିଳିଛି । […]

ମାଲକାନଗିରି: ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ ବାବୁ । ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ . ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଭିଜିଲାନ୍ସ ବିଭାଗର ୯ ଜଣିଆ ଟିମ ଚଢ଼ାଉରେ ସାମିଲ ହୋଇଥିବା ନେଇ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

ସ୍ୱତନ୍ତ୍ର ଜଜ କୋର୍ଟ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ୍ ପରେ ଏହି ଚଢଉ କରାଯାଉଛି ବୋଲି ଜଣାପଡିଛି । ବର୍ତ୍ତମାନ ବି ଚଢ଼ାଉ ଜାରି ରହିଥିବା ବେଳେ ଚଢ଼ାଉ ଶେଷ ପରେ ପ୍ରକୃତ ସମ୍ପତ୍ତି ର ପରିମାଣ କେତେ ତାହା ସ୍ପଷ୍ଟ ହେବ । ଏହି ଚଢ଼ାଉ ରେ ମାଲକାନଗିରି ଓ ଜୟପୁର ଦୁଇଟି ଭିଜିଲାନ୍ସ ଟିମ ମିଳିତ ଭାବେ ସାମିଲ ଅଛନ୍ତି ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

15 Mar 2022 By The Sakala

ଭିଜିଲାନ୍ସ ପଞ୍ଝାରେ ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ଆନନ୍ଦ ରାଓ

ମାଲକାନଗିରି: ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ ବାବୁ । ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ . ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଭିଜିଲାନ୍ସ ବିଭାଗର ୯ ଜଣିଆ ଟିମ ଚଢ଼ାଉରେ ସାମିଲ ହୋଇଥିବା ନେଇ ସୂଚନା ମିଳିଛି ।

ସ୍ୱତନ୍ତ୍ର ଜଜ କୋର୍ଟ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ୍ ପରେ ଏହି ଚଢଉ କରାଯାଉଛି ବୋଲି ଜଣାପଡିଛି । ବର୍ତ୍ତମାନ ବି ଚଢ଼ାଉ ଜାରି ରହିଥିବା ବେଳେ ଚଢ଼ାଉ ଶେଷ ପରେ ପ୍ରକୃତ ସମ୍ପତ୍ତି ର ପରିମାଣ କେତେ ତାହା ସ୍ପଷ୍ଟ ହେବ । ଏହି ଚଢ଼ାଉ ରେ ମାଲକାନଗିରି ଓ ଜୟପୁର ଦୁଇଟି ଭିଜିଲାନ୍ସ ଟିମ ମିଳିତ ଭାବେ ସାମିଲ ଅଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର