ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କର ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଗତକାଲି ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟରେ ଥିଲେ ଦୁଇ ଗଣମାଧ୍ୟମ ପ୍ରତିନିଧି । ବୋଟ୍ ଓଲଟି ପଡିବା ଯୋଗୁଁ ଭାସି […]

ଭୁବନେଶ୍ୱର: ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କର ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଗତକାଲି ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟରେ ଥିଲେ ଦୁଇ ଗଣମାଧ୍ୟମ ପ୍ରତିନିଧି । ବୋଟ୍ ଓଲଟି ପଡିବା ଯୋଗୁଁ ଭାସି ଯାଇଥିଲେ ଅରିନ୍ଦମ ଦାସ । ଆଉ ଦୁର୍ଭାଗ୍ୟବଶତଃ ଅରିନ୍ଦମଙ୍କ ଅକାଳ ବିୟୋଗ ହୋଇଥିଲା।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

25 Sep 2021 By The Sakala

ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କର ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଗତକାଲି ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟରେ ଥିଲେ ଦୁଇ ଗଣମାଧ୍ୟମ ପ୍ରତିନିଧି । ବୋଟ୍ ଓଲଟି ପଡିବା ଯୋଗୁଁ ଭାସି ଯାଇଥିଲେ ଅରିନ୍ଦମ ଦାସ । ଆଉ ଦୁର୍ଭାଗ୍ୟବଶତଃ ଅରିନ୍ଦମଙ୍କ ଅକାଳ ବିୟୋଗ ହୋଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର