ବିପଦ ଏଯାଏଁ ଟଳି ନାହିଁ: ନିଜକୁ ଓ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ପିନ୍ଧିବାକୁ ଅନୁରୋଧ କଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ରାଜ୍ଯରେ ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା ହୋଇଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ଯବାସୀଙ୍କୁ ମାସ୍କ ପିନ୍ଧିବାକୁ ଅନୁରୋଧ କରିଛନ୍ତି। କୋଭିଡ ମହାମାରୀର ବିପଦ ଏଯାଏଁ ଟଳି ନାହିଁ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ବର୍ତ୍ତମାନ ସମୟକୁ ଦେଖି ସମସ୍ତେ ସଚେତନ ହେବାର ଆବଶ୍ୟକତା ରହିଛି । ସାମାଜିକ ଦୂରତା ଅବଲମ୍ବନ କରିବାକୁ ମଧ୍ୟ ଅନୁରୋଧ […]

ଭୁବନେଶ୍ବର: ରାଜ୍ଯରେ ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା ହୋଇଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ଯବାସୀଙ୍କୁ ମାସ୍କ ପିନ୍ଧିବାକୁ ଅନୁରୋଧ କରିଛନ୍ତି। କୋଭିଡ ମହାମାରୀର ବିପଦ ଏଯାଏଁ ଟଳି ନାହିଁ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ବର୍ତ୍ତମାନ ସମୟକୁ ଦେଖି ସମସ୍ତେ ସଚେତନ ହେବାର ଆବଶ୍ୟକତା ରହିଛି । ସାମାଜିକ ଦୂରତା ଅବଲମ୍ବନ କରିବାକୁ ମଧ୍ୟ ଅନୁରୋଧ କରିଛନ୍ତି ମୁଖ୍ଯମନ୍ତ୍ରୀ।

About The Author: The Sakala