ପ୍ରତ୍ୟେକ ଭୋଟ ମୂଲ୍ୟବାନ୍ : ବହୁ ସଂଖ୍ୟାରେ ମତଦାନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ବର : ଆଜି ଦେଶର ଚତୁର୍ଥ ଓ ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେଉଛି। ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି।ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି […]
ଭୁବନେଶ୍ବର : ଆଜି ଦେଶର ଚତୁର୍ଥ ଓ ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେଉଛି। ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି।ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି ’ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।’
ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ। #GeneralElections2024 pic.twitter.com/sTQjWRS2Id
ଆହୁରି ପଢ଼ନ୍ତୁ: ଓଡ଼ିଶାରେ ୪ ବର୍ଷିଆ ITEP ନାମଲେଖା ପାଇଁ ପ୍ରଥମ ମେରିଟ୍ ତାଲିକା ପ୍ରକାଶ, ୧୪୬୩ ଛାତ୍ରଛାତ୍ରୀ ମନୋନୀତ— Naveen Patnaik (@Naveen_Odisha) May 13, 2024
ସୂଚନାଯୋଗ୍ୟ, ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଓ କଳାହାଣ୍ଡି ୪ ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା କ୍ଷେତ୍ର ପାଇଁ ମଧ୍ୟ ଏକସଙ୍ଗେ ଭୋଟିଂ ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ୬୨ ଲକ୍ଷ ୮୭ ହଜାର ୨୨୨ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିପାରିବେ । ୩୦,୯୭,୫୨୭ ପୁରୁଷ ଭୋଟର ଓ ୩୧,୮୯,୦୬୦ ମହିଳା ଭୋଟର ଅଛନ୍ତି। ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ୪ଟି ଲୋକସଭା ଆସନ ପାଇଁ ୩୭ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଥିବା ବେଳେ ୨୮ଟି ବିଧାନସଭା ଆସନରେ ୨୪୩ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି ।
ପ୍ରତ୍ୟେକ ଭୋଟ ମୂଲ୍ୟବାନ୍ : ବହୁ ସଂଖ୍ୟାରେ ମତଦାନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ବର : ଆଜି ଦେଶର ଚତୁର୍ଥ ଓ ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେଉଛି। ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି।ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି ’ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।’
ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ। #GeneralElections2024 pic.twitter.com/sTQjWRS2Id
— Naveen Patnaik (@Naveen_Odisha) May 13, 2024