ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିନ୍ଦା
ଭୁବନେଶ୍ବର: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର […]
ଭୁବନେଶ୍ବର: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ ଏହି ଜଘନ୍ୟ ଅପରାଧର ଅପରାଧୀଙ୍କ ବିରୋଧରେ ପୁଲିସ ଦୃଢ଼ ତଥା ଦୃଷ୍ଟାନ୍ତମୁଳକ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବ।
Deeply disturbed and saddened at the very unfortunate and tragic incident of violence in Khallikote area. Such incidents of violence have no place in our democracy and civil society.
I strongly condemn this incident. My deepest condolence to the family who has lost their loved…
ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରକୁ ବାହୁଡ଼ିଲେ ମହାପ୍ରଭୁ: ରତ୍ନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ, ଆଜିଠୁ ମିଳିବ ନୀଳାଚଳ ଅବଢା— Naveen Patnaik (@Naveen_Odisha) May 16, 2024
ସେହିପରି, ଉକ୍ତ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ଅଧିକାରୀ ଓଡ଼ିଶାଙ୍କର ଶୂନ୍ୟ ସହନଶୀଳା ନୀତି ଅତ୍ୟନ୍ତ ସ୍ପଷ୍ଟ ବୋଲି ସେ ସୂଚିତ କରିବା ଗଞ୍ଜାମ ଜିଲ୍ଲାରେ ପ୍ରାକ୍ ନିର୍ବାଚନୀ ହିଂସାକୁ ଆୟତ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିନ୍ଦା
ଭୁବନେଶ୍ବର: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ ଏହି ଜଘନ୍ୟ ଅପରାଧର ଅପରାଧୀଙ୍କ ବିରୋଧରେ ପୁଲିସ ଦୃଢ଼ ତଥା ଦୃଷ୍ଟାନ୍ତମୁଳକ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବ।
Deeply disturbed and saddened at the very unfortunate and tragic incident of violence in Khallikote area. Such incidents of violence have no place in our democracy and civil society.
I strongly condemn this incident. My deepest condolence to the family who has lost their loved…
— Naveen Patnaik (@Naveen_Odisha) May 16, 2024