ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଟାସ୍କଫୋର୍ସ, ୯ ଜଣିଆ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଜଙ୍ଗଲରେ ନିଆଁ ଲାଗୁଥିବାରୁ ବହୁ ମୂଲ୍ୟବାନ ଗଛ ପୋଡ଼ିଯିବା ସହିତ ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାର ସୋମବାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁକ୍ରମେ ଏହି କମିଟି ଗଠନ କରାଯାଇଛି। ତେବେ କମିଟିର ନାଁ- ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ ରଖାଯାଇଥିବା ବେଳେ ପୂର୍ବତନ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ସନ୍ଦୀପ ତ୍ରିପାଠୀଙ୍କୁ ଟାସ୍କଫୋର୍ସର ଅଧ୍ୟକ୍ଷ […]

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଜଙ୍ଗଲରେ ନିଆଁ ଲାଗୁଥିବାରୁ ବହୁ ମୂଲ୍ୟବାନ ଗଛ ପୋଡ଼ିଯିବା ସହିତ ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାର ସୋମବାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁକ୍ରମେ ଏହି କମିଟି ଗଠନ କରାଯାଇଛି। ତେବେ କମିଟିର ନାଁ- ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ ରଖାଯାଇଥିବା ବେଳେ ପୂର୍ବତନ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ସନ୍ଦୀପ ତ୍ରିପାଠୀଙ୍କୁ ଟାସ୍କଫୋର୍ସର ଅଧ୍ୟକ୍ଷ କରାଯାଇଛି  । ଅତ୍ୟାଧୁନିକ ଉପାୟରେ ନିଆଁ ଲିଭାଯିବା ଏବଂ ଅଗ୍ନିକାଣ୍ଡର କାରଣ ଖୋଜିବ ଏହି ଟାସ୍କ ଫୋର୍ସ କମିଟି । ଜୈବ୍ୟ ବିବିଧତା ଓ ବନ୍ୟ ପ୍ରାଣୀଙ୍କ କ୍ଷତି ନେଇ ଅନୁଧ୍ୟାନ କରି କାର୍ୟ୍ୟାନୁଷ୍ଠାନ ନେବ ଏହି କମିଟି ।

ଆହୁରି ପଢ଼ନ୍ତୁ: ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସ୍କୁଲ ବ୍ୟାଗ୍

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା: ସ୍ୱାମୀ-ସ୍ତ୍ରୀଙ୍କ କଳି ଛଡ଼ାଇବାକୁ ଯାଇଥିବା ଯୁବକଙ୍କୁ ହତ୍ୟା

ଟାସ୍କଫୋର୍ସରେ ମୋଟ ୯ ଜଣ ସଦସ୍ୟ ରହିବେ। ସେମାନଙ୍କ ମଧ୍ୟରେ ଡେରାଡୁନ ଏବଂ ହାଇଦ୍ରାବାଦର ୩ ଜଣ ବିଶେଷଜ୍ଞ ମଧ୍ୟ ସାମିଲ ହୋଇଛନ୍ତି। ଜଙ୍ଗଲ ନିଆଁର ସମୀକ୍ଷା କରିବା ସହିତ ତାହାର କାରଣ ଓ ନିରାକରଣ ଦିଗରେ ଟାସ୍କଫୋର୍ସ ପଦକ୍ଷେପ ନେବ। ଏହା ସହିତ ପ୍ରତିଦିନ ଅପରାହ୍ନରେ ଟାସ୍କଫୋର୍ସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ପଦକ୍ଷେପ ସମ୍ପର୍କରେ ସୂଚନା ଦିଆଯିବ।

ଆହୁରି ପଢ଼ନ୍ତୁ: ଚନ୍ଦ୍ରିକା ମୃତ୍ୟୁ ମାମଲା: OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

08 Mar 2021 By The Sakala

ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଟାସ୍କଫୋର୍ସ, ୯ ଜଣିଆ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଜଙ୍ଗଲରେ ନିଆଁ ଲାଗୁଥିବାରୁ ବହୁ ମୂଲ୍ୟବାନ ଗଛ ପୋଡ଼ିଯିବା ସହିତ ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାର ସୋମବାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁକ୍ରମେ ଏହି କମିଟି ଗଠନ କରାଯାଇଛି। ତେବେ କମିଟିର ନାଁ- ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ ରଖାଯାଇଥିବା ବେଳେ ପୂର୍ବତନ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ସନ୍ଦୀପ ତ୍ରିପାଠୀଙ୍କୁ ଟାସ୍କଫୋର୍ସର ଅଧ୍ୟକ୍ଷ କରାଯାଇଛି  । ଅତ୍ୟାଧୁନିକ ଉପାୟରେ ନିଆଁ ଲିଭାଯିବା ଏବଂ ଅଗ୍ନିକାଣ୍ଡର କାରଣ ଖୋଜିବ ଏହି ଟାସ୍କ ଫୋର୍ସ କମିଟି । ଜୈବ୍ୟ ବିବିଧତା ଓ ବନ୍ୟ ପ୍ରାଣୀଙ୍କ କ୍ଷତି ନେଇ ଅନୁଧ୍ୟାନ କରି କାର୍ୟ୍ୟାନୁଷ୍ଠାନ ନେବ ଏହି କମିଟି ।

ଟାସ୍କଫୋର୍ସରେ ମୋଟ ୯ ଜଣ ସଦସ୍ୟ ରହିବେ। ସେମାନଙ୍କ ମଧ୍ୟରେ ଡେରାଡୁନ ଏବଂ ହାଇଦ୍ରାବାଦର ୩ ଜଣ ବିଶେଷଜ୍ଞ ମଧ୍ୟ ସାମିଲ ହୋଇଛନ୍ତି। ଜଙ୍ଗଲ ନିଆଁର ସମୀକ୍ଷା କରିବା ସହିତ ତାହାର କାରଣ ଓ ନିରାକରଣ ଦିଗରେ ଟାସ୍କଫୋର୍ସ ପଦକ୍ଷେପ ନେବ। ଏହା ସହିତ ପ୍ରତିଦିନ ଅପରାହ୍ନରେ ଟାସ୍କଫୋର୍ସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ପଦକ୍ଷେପ ସମ୍ପର୍କରେ ସୂଚନା ଦିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର