ଓଡ଼ିଶାରୁ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବା ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ମୋଦି ସରକାର ଦ୍ୱିତୀୟ ପାଳିରେ ପ୍ରଥମ କ୍ୟାବିନେଟ୍ ସମ୍ପ୍ରସାରଣରେ ଓଡ଼ିଶାରୁ ଦୁଇ ଜଣଙ୍କୁ ସ୍ଥାନ ମିଳିଛି । ଅଶ୍ୱିନୀ ବୈଷ୍ଣବ  କ୍ଯାବିନଟ ମନ୍ତ୍ରୀ ଭାବେ ଶପଥ ପାଠ ନେଇଥିବା ବେଳେ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଉଭୟଙ୍କୁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଅଭିଜ୍ଞତା ଆପଣଙ୍କୁ ଦେଶର ସେବା କରିବାରେ ସାହାଯ୍ୟ କରିବ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। Congratulate Shri @AshwiniVaishnaw ji on being sworn in […]

ଭୁବନେଶ୍ବର: ମୋଦି ସରକାର ଦ୍ୱିତୀୟ ପାଳିରେ ପ୍ରଥମ କ୍ୟାବିନେଟ୍ ସମ୍ପ୍ରସାରଣରେ ଓଡ଼ିଶାରୁ ଦୁଇ ଜଣଙ୍କୁ ସ୍ଥାନ ମିଳିଛି । ଅଶ୍ୱିନୀ ବୈଷ୍ଣବ  କ୍ଯାବିନଟ ମନ୍ତ୍ରୀ ଭାବେ ଶପଥ ପାଠ ନେଇଥିବା ବେଳେ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଉଭୟଙ୍କୁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଅଭିଜ୍ଞତା ଆପଣଙ୍କୁ ଦେଶର ସେବା କରିବାରେ ସାହାଯ୍ୟ କରିବ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି।

About The Author: The Sakala