ଏପ୍ରିଲ୍ ୧୯ରୁ ସମସ୍ତ ସ୍କୁଲ ଓ ହଷ୍ଟେଲ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ବର : ରାଜ୍ୟରେ କରୋନା ମହାମାରୀ କାୟା ବିସ୍ତାର କରି ଚାଲିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଇବା ସହ ବିଭିନ୍ନ ଜିଲ୍ଲାରେ ସ୍ଥିତି ସଙ୍ଗିନ ହେବାକୁ ଲାଗିଛି। ଏପରି ସ୍ଥିତିରେ ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟର ସମସ୍ତ ସ୍କୁଲକୁ ଏପ୍ରିଲ୍ ୧୯ ତାରିଖଠାରୁ ବନ୍ଦ ରଖିବା ପାଇଁ ମଧ୍ୟ ଘୋଷଣା ହୋଇଛି। ରାଜ୍ୟ ସହ […]
ଭୁବନେଶ୍ବର : ରାଜ୍ୟରେ କରୋନା ମହାମାରୀ କାୟା ବିସ୍ତାର କରି ଚାଲିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଇବା ସହ ବିଭିନ୍ନ ଜିଲ୍ଲାରେ ସ୍ଥିତି ସଙ୍ଗିନ ହେବାକୁ ଲାଗିଛି। ଏପରି ସ୍ଥିତିରେ ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟର ସମସ୍ତ ସ୍କୁଲକୁ ଏପ୍ରିଲ୍ ୧୯ ତାରିଖଠାରୁ ବନ୍ଦ ରଖିବା ପାଇଁ ମଧ୍ୟ ଘୋଷଣା ହୋଇଛି। ରାଜ୍ୟ ସହ ସହବନ୍ଧିତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ କ୍ଲାସ ବନ୍ଦ ରହିବ। ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ହଷ୍ଟେଲ ମଧ୍ୟ ୧୯ରୁ ବନ୍ଦ ରହିବ।
୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ ବୋଲି ନିର୍ଦେଶ ଦିଆଯାଇଛି।