ଓଟିଡିସିର ଖାଣ୍ଟି ଓଡିଆ ଖାଦ୍ୟ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଓଡିଆ ଖାଦ୍ୟର ପ୍ରସାର ପାଇଁ ଓଟିଡିସିର ନୂଆ ପ୍ରୟାସ । ଓଡିଆ ପାରମ୍ପରିକ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ସହ ସୁବିଧାରେ ଏହାକୁ ଉପଲବ୍ଧ କରାଇବା ପାଇଁ ଓଟିଡିସି ପକ୍ଷରୁ ଭୁବନେଶ୍ବର ସହିଦ ନଗରରେ ‘ନିମନ୍ତ୍ରଣ’-ଖାଣ୍ଟି ଓଡିଆ ଖାଦ୍ୟ ରେଷ୍ଟୁରାଂଟ୍ ଆରମ୍ଭ ହୋଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଏହାର ଲୋକାର୍ପଣ  କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଓଟିଡିସି ଅଧକ୍ଷା ଶ୍ରିମୟୀ ମିଶ୍ର ଓ […]

ଭୁବନେଶ୍ବର : ଓଡିଆ ଖାଦ୍ୟର ପ୍ରସାର ପାଇଁ ଓଟିଡିସିର ନୂଆ ପ୍ରୟାସ । ଓଡିଆ ପାରମ୍ପରିକ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ସହ ସୁବିଧାରେ ଏହାକୁ ଉପଲବ୍ଧ କରାଇବା ପାଇଁ ଓଟିଡିସି ପକ୍ଷରୁ ଭୁବନେଶ୍ବର ସହିଦ ନଗରରେ ‘ନିମନ୍ତ୍ରଣ’-ଖାଣ୍ଟି ଓଡିଆ ଖାଦ୍ୟ ରେଷ୍ଟୁରାଂଟ୍ ଆରମ୍ଭ ହୋଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଏହାର ଲୋକାର୍ପଣ  କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଓଟିଡିସି ଅଧକ୍ଷା ଶ୍ରିମୟୀ ମିଶ୍ର ଓ ୫ଟି ସଚିବ ଭି.କେ ପାଣ୍ଡିୟାନ ଉପସ୍ଥିତ ରହିଥିଲେ ।

ଆହୁରି ପଢ଼ନ୍ତୁ: ୯ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ସ୍କାମ୍: ସଡକ ଓ ଗୃହ ନିର୍ମାଣ ବିଭାଗର ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

ଆହୁରି ପଢ଼ନ୍ତୁ: ଓଡ଼ିଶା ହକିକୁ ଅବହେଳା କରୁଛି ବିଜେପି ସରକାର, ହକି ପ୍ରତି ରାଜ୍ୟ ସରକାରଙ୍କ ଉଦାସୀନତା ଯୋଗୁଁ ପରିଚୟ ହରାଉଛି: ବିଜେଡି

ପ୍ରଥମ କରି ଭୁବନେଶ୍ୱରରେ ଖୋଲିଥିବା ବେଳେ ଆଗକୁ ପୁରୀ ଓ ସମ୍ବଲପୁରରେ ଖୋଲିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ସ୍ଵତନ୍ତ୍ର ଭାବେ ବାହାର ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ଘରୋଇ ଖାଦ୍ୟ ମିଳିବ ବୋଲି କହିଛନ୍ତି ଓଟିଡିସି ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର । ୧୨୫ କେଜି ଓଡିଶା ମାନଚିତ୍ର ପ୍ରତିକୃତିର ସବୁ ଜିଲ୍ଲାର ସ୍ୱତନ୍ତ୍ର ଖାଦ୍ୟକୁ ନେଇ ପୋଡ଼ ପିଠା ନିର୍ମିତ ସ୍ୱତନ୍ତ୍ର କେକ କାଟି ଏହାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ଦରଦାମ ବୃଦ୍ଧି: ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ ଦର ବୃଦ୍ଧି ହାର ଅଧିକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର