ମନୋରଞ୍ଜନ
ଓଡ଼ିଶା
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ଜନ୍ମଦିନର ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ଜନ୍ମଦିନର ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାସହ ନବୀନଙ୍କ ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
https://twitter.com/MohanMOdisha/status/1978678517110833382
ସେ କହିଛନ୍ତି ଯେ, ନବୀନ ପଟ୍ଟନାୟକଙ୍କୁ ଜନ୍ବଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ବାସ୍ଥ୍ୟ, ଦୀର୍ଘ ଏବଂ ସୁଖମୟ ଜୀବନ କାମନା କରୁଛି।






