ଇଦ୍ ଅଲ୍‌ ଅଦା ଅବସରରେ ମୁସଲମାନ୍ ଭାଇ ଓ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା

The Sakala Picture
Published On

ଭୁବନେଶ୍ୱର: ସମଗ୍ର ଦେଶରେ ଆଜି ମୁସଲମାନ ଭାଇ-ଭଉଣୀମାନେ ପାଳୁଛନ୍ତି ବଳିଦାନର ପର୍ବ ଇଦ୍ ଅଲ୍‌ ଅଦା ବା ବକରୀ ଇଦ୍ । ଆନନ୍ଦ ଉଲ୍ଲାସ ମଧ୍ୟରେ ଏହି ପର୍ବ ପାଳନ କରୁଛନ୍ତି ମୁସଲମାନ ଭାଇ ଓ ଭଉଣୀ । ଏହି ଅବସରରେ କରୋନା କଟକଣା ଯୋଗୁଁ ଘରେ ରହି ଏହି ବଳିଦାନର ପର୍ବ ପାଳୁଛନ୍ତି । ଏହି ଅବସରରେ ମୁସଲମାନ୍ ଭାଇ ଓ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା ଜଣାଇଛନ୍ତି ।ଏହି ପର୍ବ ସମାଜରେ ଶାନ୍ତି […]

ଭୁବନେଶ୍ୱର: ସମଗ୍ର ଦେଶରେ ଆଜି ମୁସଲମାନ ଭାଇ-ଭଉଣୀମାନେ ପାଳୁଛନ୍ତି ବଳିଦାନର ପର୍ବ ଇଦ୍ ଅଲ୍‌ ଅଦା ବା ବକରୀ ଇଦ୍ । ଆନନ୍ଦ ଉଲ୍ଲାସ ମଧ୍ୟରେ ଏହି ପର୍ବ ପାଳନ କରୁଛନ୍ତି ମୁସଲମାନ ଭାଇ ଓ ଭଉଣୀ । ଏହି ଅବସରରେ କରୋନା କଟକଣା ଯୋଗୁଁ ଘରେ ରହି ଏହି ବଳିଦାନର ପର୍ବ ପାଳୁଛନ୍ତି । ଏହି ଅବସରରେ ମୁସଲମାନ୍ ଭାଇ ଓ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା ଜଣାଇଛନ୍ତି ।ଏହି ପର୍ବ ସମାଜରେ ଶାନ୍ତି ଓ ମୈତ୍ରି ଭାବ ଜାଗ୍ରତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ କୋରୋନା ମହାମାରୀ ଯୋଗୁଁ କଟକଣା ମଧ୍ୟରେ ଏହି ପର୍ବ ଅନୁଷ୍ଠିତ ହେଉଥିବା ବେଳେ, ବିଭିନ୍ନ ମସଜିଦ୍ ସମେତ ଇଦଗାହାରେ ମଧ୍ୟ ନମାଜ୍ ପାଠ କରାଯାଇଛି । ତେବେ ଏହି ନମାଜ୍ ପାଠ କେବଳ ପାଞ୍ଚ ଜଣକୁ ନେଇ ଅନୁଷ୍ଠିତ ହେବ ।

ଆହୁରି ପଢ଼ନ୍ତୁ: ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୨ଟି ଗେଟ୍: ମୋଟ ୧୭ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

21 Jul 2021 By The Sakala

ଇଦ୍ ଅଲ୍‌ ଅଦା ଅବସରରେ ମୁସଲମାନ୍ ଭାଇ ଓ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ସମଗ୍ର ଦେଶରେ ଆଜି ମୁସଲମାନ ଭାଇ-ଭଉଣୀମାନେ ପାଳୁଛନ୍ତି ବଳିଦାନର ପର୍ବ ଇଦ୍ ଅଲ୍‌ ଅଦା ବା ବକରୀ ଇଦ୍ । ଆନନ୍ଦ ଉଲ୍ଲାସ ମଧ୍ୟରେ ଏହି ପର୍ବ ପାଳନ କରୁଛନ୍ତି ମୁସଲମାନ ଭାଇ ଓ ଭଉଣୀ । ଏହି ଅବସରରେ କରୋନା କଟକଣା ଯୋଗୁଁ ଘରେ ରହି ଏହି ବଳିଦାନର ପର୍ବ ପାଳୁଛନ୍ତି । ଏହି ଅବସରରେ ମୁସଲମାନ୍ ଭାଇ ଓ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା ଜଣାଇଛନ୍ତି ।ଏହି ପର୍ବ ସମାଜରେ ଶାନ୍ତି ଓ ମୈତ୍ରି ଭାବ ଜାଗ୍ରତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ କୋରୋନା ମହାମାରୀ ଯୋଗୁଁ କଟକଣା ମଧ୍ୟରେ ଏହି ପର୍ବ ଅନୁଷ୍ଠିତ ହେଉଥିବା ବେଳେ, ବିଭିନ୍ନ ମସଜିଦ୍ ସମେତ ଇଦଗାହାରେ ମଧ୍ୟ ନମାଜ୍ ପାଠ କରାଯାଇଛି । ତେବେ ଏହି ନମାଜ୍ ପାଠ କେବଳ ପାଞ୍ଚ ଜଣକୁ ନେଇ ଅନୁଷ୍ଠିତ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର