ଇନଫୋସିସ୍ BPM ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଇନଫୋସିସ୍ BPM ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଇନଫୋସିସର ସମ୍ପୂର୍ଣ୍ଣ ମାଲିକାନାରେ ଥିବା ସହାୟକ କମ୍ପାନୀ। ଏହି ଶାଖା କମ୍ପାନୀ ଆରମ୍ଭ କରି କଳା ଭିତ୍ତିଭୂମି ସ୍ଥିତି ସୁଦୃଢ କରିବ ଇନଫୋସିସ। ପ୍ରଥମ ପର୍ଯ୍ୟାୟରେ ୫ଶହ ଜଣଙ୍କୁ ନିଯୁକ୍ତି ଦିଆଯିବ। ପର୍ଯ୍ୟାୟ କ୍ରମେ ଏହା ୨ ହଜାର ନିଯୁକ୍ତି ସୁଯୋଗ ଯାଏ ବିସ୍ତାର ହେବାର ସମ୍ଭାବନା ରହିଛି। ଏହି କମ୍ପାନୀ ପୂର୍ବ ଭାରତରେ ଇନଫୋସିସର ପ୍ରଥମ ବ୍ୟବସାୟ ପ୍ରକ୍ରିୟା ପରିଚାଳନା ୟୁନିଟ୍।

ଆହୁରି ପଢ଼ନ୍ତୁ: ସିଫା ଗେଟ୍‌ ନିକଟ ଜାତୀୟ ରାଜପଥରେ କିନ୍ନରଙ୍କୁ ବିଭତ୍ସ୍ୟ ହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp