ଭାଟିକାନ୍ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ୍‌ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରୋମ: ଭାଟିକାନ ସିଟିରେ ପୋପଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ। ଭାଟିକାନସିଟି ଠାରେ ୨୦୨୧ ଅକ୍ଟୋବର ୩୦ତାରିଖରେ ପୋପ୍ ଫ୍ରାନ୍ସିସ୍କୋଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୨୦୦୦ ମସିହାରେ ପୋପ୍ ଜନ୍ ପଲ ଦ୍ୱିତୀୟଙ୍କୁ ତତକାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ସାକ୍ଷାତ କରିବା […]

ରୋମ: ଭାଟିକାନ ସିଟିରେ ପୋପଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ।

ଭାଟିକାନସିଟି ଠାରେ ୨୦୨୧ ଅକ୍ଟୋବର ୩୦ତାରିଖରେ ପୋପ୍ ଫ୍ରାନ୍ସିସ୍କୋଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୨୦୦୦ ମସିହାରେ ପୋପ୍ ଜନ୍ ପଲ ଦ୍ୱିତୀୟଙ୍କୁ ତତକାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ସାକ୍ଷାତ କରିବା ପରେ ତୃତୀୟ ଭାରତୀୟ ରାଜନେତା ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବର୍ତ୍ତମାନର କ୍ୟାଥେଲିକ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍କୋଙ୍କୁ ଭେଟିଛନ୍ତି।

ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ଦେଶର ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପୋପ୍ ହେଉଛନ୍ତି ଅନ୍ୟତମ ।ସୂଚନା ଥାଉକି, ରୋମ୍ ସହିତ ଓଡ଼ିଶାର ରହିଛି ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ । ଇଟାଲି, ଗ୍ରୀସ୍ ସମେତ ୟୁରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟି ରାଜ୍ୟର ବିକାଶରେ ସହଯୋଗର ଆହ୍ବାନ ଦେବେ ମୁଖ୍ୟମନ୍ତ୍ରୀ । ଏହାସହ ରାଜ୍ୟର ସଂସ୍କୃତି ଓ କଳାର ବିକାଶରେ ସେମାନଙ୍କ ଅବଦାନ ନେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ ।

About The Author: The Sakala