କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର : କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ଚାଲିଥିବାବେଲେ ଆଜି ଏଭି ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ବିଧାନସଭା ପରିସରରେ ଥିବା  ଡିସପେନସେରିରେ ମୁଖ୍ୟମନ୍ତ୍ରୀ କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ। ସେଠାରେ ସେ ପ୍ରଥମେ କରୋନା ଟିକା ନେଇଥିଲେ। ଏହାପରେ ଅନ୍ୟ ବିଧାୟକମାନେ ଟିକା […]

ଭୁବନେଶ୍ବର : କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ଚାଲିଥିବାବେଲେ ଆଜି ଏଭି ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ବିଧାନସଭା ପରିସରରେ ଥିବା  ଡିସପେନସେରିରେ ମୁଖ୍ୟମନ୍ତ୍ରୀ କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ। ସେଠାରେ ସେ ପ୍ରଥମେ କରୋନା ଟିକା ନେଇଥିଲେ। ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି।

ଆହୁରି ପଢ଼ନ୍ତୁ: ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି ବେଦାନ୍ତ ଆଲୁମିନିୟମ


ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା ଦେବା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା ନେଇଥିବା ଜଣାପଡିଛି । ତେବେ ନବୀନ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି । ପରେ ସେ ଦ୍ବିତୀୟ ଡୋଜ୍ ନେବେ ବୋଲି ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ, ମାର୍ଚ୍ଚ ପହିଲାରୁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ବରିଷ୍ଠ ନାଗରିକ ତଥା ୬୦ ବର୍ଷରୁ ବୟସରୁ ଉର୍ଦ୍ଧ୍ବ ବ୍ୟକ୍ତି କରୋନା ଟିକା ନେବାର ବ୍ୟବସ୍ଥା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର