ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜାଣନ୍ତୁ ବଜେଟ୍‌କୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

The Sakala Picture
Published On

ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ କରୋନା ପରେ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ମୋଟ୍ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟ ବରାଦ କରାଯାଇଛି। ବିଧାନସଭାରେ ୨୦୨୧-୨୨ ବଜେଟ୍ ଉପସ୍ଥାପନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି ଏହି ବଜେଟ୍କୁ ପ୍ରଶଂସା କରିଛନ୍ତି। From that scenario to present a holistic, fiscally prudent […]

ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ କରୋନା ପରେ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ମୋଟ୍ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟ ବରାଦ କରାଯାଇଛି। ବିଧାନସଭାରେ ୨୦୨୧-୨୨ ବଜେଟ୍ ଉପସ୍ଥାପନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି ଏହି ବଜେଟ୍କୁ ପ୍ରଶଂସା କରିଛନ୍ତି।

ଆହୁରି ପଢ଼ନ୍ତୁ: ଯୁବକଙ୍କୁ ଅବକାରୀ ବିଭାଗର ଥାର୍ଡ ଡିଗ୍ରୀ ଘଟଣା: ଦୁଇ ଅଧିକାରୀଙ୍କୁ ନିଲମ୍ବିତ କଲେ କମିଶନର

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଏକ ଲୋକାଭିମୁଖୀ ଓ ବିକାଶଶୀଳ ବଜେଟ।  ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶା ଯାତ୍ରା ପଥରେ ବଜେଟ ସହାୟକ ହେବ। କରୋନା ମଧ୍ୟରେ ଆମେ ବହୁତ କିଛି ହରାଇଥିଲୁ। ସେଭଳି ସ୍ଥିତିରୁ ଫେରି ବର୍ତ୍ତମାନର ୧.୭୬ଲକ୍ଷ କୋଟି ବଜେଟ ଉପସ୍ଥାପନ ନିଶ୍ଚିତ ଭାବେ ଚମତ୍କାରୀ ବୋଲି କୁହାଯାଇପାରିବ। ଏହା ବିକାଶଶୀଳ ଓ ପରିବର୍ତ୍ତନଶୀଳ ବଜେଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ବଜେଟରେ ସମ୍ପୃକ୍ତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

22 Feb 2021 By The Sakala

ଜାଣନ୍ତୁ ବଜେଟ୍‌କୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ କରୋନା ପରେ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ମୋଟ୍ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟ ବରାଦ କରାଯାଇଛି। ବିଧାନସଭାରେ ୨୦୨୧-୨୨ ବଜେଟ୍ ଉପସ୍ଥାପନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି ଏହି ବଜେଟ୍କୁ ପ୍ରଶଂସା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଏକ ଲୋକାଭିମୁଖୀ ଓ ବିକାଶଶୀଳ ବଜେଟ।  ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶା ଯାତ୍ରା ପଥରେ ବଜେଟ ସହାୟକ ହେବ। କରୋନା ମଧ୍ୟରେ ଆମେ ବହୁତ କିଛି ହରାଇଥିଲୁ। ସେଭଳି ସ୍ଥିତିରୁ ଫେରି ବର୍ତ୍ତମାନର ୧.୭୬ଲକ୍ଷ କୋଟି ବଜେଟ ଉପସ୍ଥାପନ ନିଶ୍ଚିତ ଭାବେ ଚମତ୍କାରୀ ବୋଲି କୁହାଯାଇପାରିବ। ଏହା ବିକାଶଶୀଳ ଓ ପରିବର୍ତ୍ତନଶୀଳ ବଜେଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ବଜେଟରେ ସମ୍ପୃକ୍ତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର