ମହାମାରୀ ମଧ୍ୟରେ ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ଆଗକୁ ଥିବା ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ସନ୍ଦେହ ଦେଖାଦେଇଛି। ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ପାଖାପାଖି ରହିଥିବା ବେଳେ ପିଲାକିପରି ପରୀକ୍ଷା ଦେବେ ତାହାକୁ ନେଇ ଦ୍ବନ୍ଦ ଦେଖାଦେଇଛି। ଏହାରି ମଧ୍ୟରେ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ନେଇ ଏପରି ସ୍ଥିତିରେ […]

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ଆଗକୁ ଥିବା ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ସନ୍ଦେହ ଦେଖାଦେଇଛି। ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ପାଖାପାଖି ରହିଥିବା ବେଳେ ପିଲାକିପରି ପରୀକ୍ଷା ଦେବେ ତାହାକୁ ନେଇ ଦ୍ବନ୍ଦ ଦେଖାଦେଇଛି। ଏହାରି ମଧ୍ୟରେ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ନେଇ ଏପରି ସ୍ଥିତିରେ କଣ କରାଯିବ ତାହା ଘୋଷଣା କରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

ଏହାପୂର୍ବରୁ ଗତକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରିବାକୁ ନିଷ୍ପତି ନେଇଥିଲେ କେନ୍ଦ୍ର ସରକାର ।  ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଥିବା କହିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ତେଣୁ ରାଜ୍ୟ ସରକାର ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାବଦରେ ବଡ ନିଷ୍ପତି ନେଇପାରନ୍ତି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

15 Apr 2021 By The Sakala

ମହାମାରୀ ମଧ୍ୟରେ ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ଆଗକୁ ଥିବା ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ସନ୍ଦେହ ଦେଖାଦେଇଛି। ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ପାଖାପାଖି ରହିଥିବା ବେଳେ ପିଲାକିପରି ପରୀକ୍ଷା ଦେବେ ତାହାକୁ ନେଇ ଦ୍ବନ୍ଦ ଦେଖାଦେଇଛି। ଏହାରି ମଧ୍ୟରେ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ନେଇ ଏପରି ସ୍ଥିତିରେ କଣ କରାଯିବ ତାହା ଘୋଷଣା କରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଏହାପୂର୍ବରୁ ଗତକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରିବାକୁ ନିଷ୍ପତି ନେଇଥିଲେ କେନ୍ଦ୍ର ସରକାର ।  ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଥିବା କହିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ତେଣୁ ରାଜ୍ୟ ସରକାର ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାବଦରେ ବଡ ନିଷ୍ପତି ନେଇପାରନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର