ଆଜିଠୁ ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ। ସୂଚନା ଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ସୂଚନା ଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

21 Jun 2024 By The Sakala

ଆଜିଠୁ ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନା ଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର