ଆସନ୍ତାକାଲି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ। ଭବାନୀପାଟଣା କୃଷି ମହାବିଦ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କଳାହାଣ୍ଡିରେ ଜୋରସୋରରେ ଚାଲିଛି ପ୍ରସ୍ତୁତି।  ଏହା ପୂର୍ବରୁ ଆଜି ଜୁନାଗଡ଼ ଆରଏମସି ସାପ୍ତାହିକ ବଜାର ନିକଟରେ ବିଜେଡିର ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ […]

ଭୁବନେଶ୍ୱର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ। ଭବାନୀପାଟଣା କୃଷି ମହାବିଦ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରା ଜଗନ୍ନାଥ ସଂସ୍କୃତିକୁ ଅପମାନ: ଇସ୍କନର ମନମାନି ପାଇଁ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ଓଡ଼ିଆ ଅସ୍ମିତା ପରିଷଦ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କଳାହାଣ୍ଡିରେ ଜୋରସୋରରେ ଚାଲିଛି ପ୍ରସ୍ତୁତି।  ଏହା ପୂର୍ବରୁ ଆଜି ଜୁନାଗଡ଼ ଆରଏମସି ସାପ୍ତାହିକ ବଜାର ନିକଟରେ ବିଜେଡିର ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ବିଭିନ୍ନ ଦଳର ବହୁ ନେତା ବିଜେଡିରେ ଯୋଗ ଦେଇଛନ୍ତି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ରଖି ସଭାସ୍ଥଳରେ ବାୟୋ ବବଲ୍ ସୃଷ୍ଟି କରାଯାଇଛି। ଏଥିପାଇଁ ଜିଲ୍ଲା ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ: ମହିଳା ସିଆରସିସିଙ୍କୁ ଯୌନ ନିର୍ଯାତନା ମାମଲା: ଡିଇଓ, ବିଇଓଙ୍କ ସହ ପିଇଟିଙ୍କୁ ଗିରଫ କଲା ପୋଲିସ

ମୁଖ୍ୟମନ୍ତ୍ରୀ ସୋମବାର ସକାଳ ୯ଟା୫୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରୁ ବିମାନ ଯୋଗେ ବାହାରି ସକାଳ ୧୦ଟା ୩୫ ମିନିଟରେ କଳାହାଣ୍ଡିର ଉତକେଲା ଏୟାରଷ୍ଟ୍ରିପରେ ପଂହଞ୍ଚିବେ । ସେଠାରୁ ହେଲିକପଟରରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା କଲେଜ ଅଫ୍ ଏଗ୍ରିକଲଚର ପଡିଆରେ ନିର୍ମିତ ହେଲିପ୍ୟାଡରେ ଅବତରଣ କରିବେ । ସେଠାରୁ କାର୍ ଯୋଗେ ସଭାସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଢ଼େଙ୍କାନାଳରେ ପୁଣି ଲଜ୍ୟା: ଯୁବତୀଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଉଦ୍ୟମ

07 Nov 2021 By The Sakala

ଆସନ୍ତାକାଲି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ। ଭବାନୀପାଟଣା କୃଷି ମହାବିଦ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କଳାହାଣ୍ଡିରେ ଜୋରସୋରରେ ଚାଲିଛି ପ୍ରସ୍ତୁତି।  ଏହା ପୂର୍ବରୁ ଆଜି ଜୁନାଗଡ଼ ଆରଏମସି ସାପ୍ତାହିକ ବଜାର ନିକଟରେ ବିଜେଡିର ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ବିଭିନ୍ନ ଦଳର ବହୁ ନେତା ବିଜେଡିରେ ଯୋଗ ଦେଇଛନ୍ତି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ରଖି ସଭାସ୍ଥଳରେ ବାୟୋ ବବଲ୍ ସୃଷ୍ଟି କରାଯାଇଛି। ଏଥିପାଇଁ ଜିଲ୍ଲା ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ମୁଖ୍ୟମନ୍ତ୍ରୀ ସୋମବାର ସକାଳ ୯ଟା୫୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରୁ ବିମାନ ଯୋଗେ ବାହାରି ସକାଳ ୧୦ଟା ୩୫ ମିନିଟରେ କଳାହାଣ୍ଡିର ଉତକେଲା ଏୟାରଷ୍ଟ୍ରିପରେ ପଂହଞ୍ଚିବେ । ସେଠାରୁ ହେଲିକପଟରରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା କଲେଜ ଅଫ୍ ଏଗ୍ରିକଲଚର ପଡିଆରେ ନିର୍ମିତ ହେଲିପ୍ୟାଡରେ ଅବତରଣ କରିବେ । ସେଠାରୁ କାର୍ ଯୋଗେ ସଭାସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର