ମନୋରଞ୍ଜନ
ଓଡ଼ିଶା
ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଘରେ ରହି ହୋଲି ପାଳିବାକୁ କଲେ ନିବେଦନ
ଭୁବନେଶ୍ବର : ରାଜ୍ୟବାସୀଙ୍କୁ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଜରିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇବା ସହ ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରିବାକୁ ନିବେଦନ କରିଛନ୍ତି । କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ […]
ଭୁବନେଶ୍ବର : ରାଜ୍ୟବାସୀଙ୍କୁ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଜରିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇବା ସହ ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରିବାକୁ ନିବେଦନ କରିଛନ୍ତି । କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଂକଳ୍ପ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରନ୍ତୁ। କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଙ୍କଳ୍ପ ହେଉ। #HappyHoli pic.twitter.com/yH5aMCIZSY
ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ— Naveen Patnaik (@Naveen_Odisha) March 29, 2021






