ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି : ୩ ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମଞ୍ଜୁରୀ

The Sakala Picture
Published On

ଭୁବନେଶ୍ବର : ଓଡିଆ ସେନା ଆଶାୟୀଙ୍କ ପାଇଁ ଖୁସି ଖବର । ଇଣ୍ଡିଆ ରିଜର୍ଭ ବାଟାଲିଅନରେ ଭର୍ତ୍ତି ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୬୬୩ ପଦବୀକୁ ମଞ୍ଜୁରୀ ମିଳିଛି । ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି । ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଆହୁରି ୧୩୨ଟି ପଦବୀ ଆଉଟ୍‌ ସୋର୍‌ସିଂ ଜରିଆରେ ମଧ୍ୟ ପୂରଣ ହେବା ନେଇ ସୂଚନା । […]

ଭୁବନେଶ୍ବର : ଓଡିଆ ସେନା ଆଶାୟୀଙ୍କ ପାଇଁ ଖୁସି ଖବର । ଇଣ୍ଡିଆ ରିଜର୍ଭ ବାଟାଲିଅନରେ ଭର୍ତ୍ତି ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୬୬୩ ପଦବୀକୁ ମଞ୍ଜୁରୀ ମିଳିଛି । ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି । ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଆହୁରି ୧୩୨ଟି ପଦବୀ ଆଉଟ୍‌ ସୋର୍‌ସିଂ ଜରିଆରେ ମଧ୍ୟ ପୂରଣ ହେବା ନେଇ ସୂଚନା ।

ଆହୁରି ପଢ଼ନ୍ତୁ: ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣା: ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୁକେଶ ସାହୁ ଆହତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (WT)-୧, ସବ୍‌ଇନିସ୍‌ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।

ଆହୁରି ପଢ଼ନ୍ତୁ: ଛେଳିକୁ ଆକ୍ରମଣ କଲା ବୁଲା କୁକୁର, ହେଲେ ମାଡ ଖାଇଲେ ବିଧବା ମହିଳା ଏବଂ ଦିବ୍ୟାଙ୍ଗ ଝିଅ

ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ୟ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳଯ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ 'ଗୁଣ୍ଡାରାଜ': ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

22 Jun 2022 By The Sakala

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି : ୩ ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମଞ୍ଜୁରୀ

ଭୁବନେଶ୍ବର : ଓଡିଆ ସେନା ଆଶାୟୀଙ୍କ ପାଇଁ ଖୁସି ଖବର । ଇଣ୍ଡିଆ ରିଜର୍ଭ ବାଟାଲିଅନରେ ଭର୍ତ୍ତି ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୬୬୩ ପଦବୀକୁ ମଞ୍ଜୁରୀ ମିଳିଛି । ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି । ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଆହୁରି ୧୩୨ଟି ପଦବୀ ଆଉଟ୍‌ ସୋର୍‌ସିଂ ଜରିଆରେ ମଧ୍ୟ ପୂରଣ ହେବା ନେଇ ସୂଚନା ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (WT)-୧, ସବ୍‌ଇନିସ୍‌ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।

ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ୟ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳଯ ପକ୍ଷରୁ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର