୨୭ରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ, ପ୍ରଣବ ଓ ମାନସଙ୍କ କ୍ଷେତ୍ର ଅନୁଧ୍ୟାନ

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପ ଜାନୁଆରୀ ୨୭ ତାରିଖରେ ଲୋକାର୍ପଣ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ମନ୍ଦିର ଆସି ପୂଜାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ପ୍ରାରମ୍ଭିକ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ଆଲୋଚନାରେ ବିଧାୟକ ସୁଶାନ୍ତ ସିଂହ, ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ ବାବୁ ଓ ବିଜେଡି ରେଙ୍ଗାଳି […]

ସମ୍ବଲପୁର: ସମ୍ବଲପୁର ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପ ଜାନୁଆରୀ ୨୭ ତାରିଖରେ ଲୋକାର୍ପଣ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ମନ୍ଦିର ଆସି ପୂଜାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ପ୍ରାରମ୍ଭିକ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ଆଲୋଚନାରେ ବିଧାୟକ ସୁଶାନ୍ତ ସିଂହ, ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ ବାବୁ ଓ ବିଜେଡି ରେଙ୍ଗାଳି ପର୍ଯ୍ୟବେକ୍ଷକ ସୌଭାଗ୍ୟ ନାୟକ ଉପସ୍ଥିତ ଥିଲେ। ସମଲେଇ ଲୋକାର୍ପଣ ପ୍ରକଳ୍ପରେ ଶ୍ରଦ୍ଧାଳୁମାନେ କିପରି ଆସିବେ, ସେମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ଆଦି ବିଭିନ୍ନ ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଛି।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ଅନ୍ୟପଟେ ସର୍କିଟ ହାଉସରେ ପ୍ରଣବପ୍ରକାଶ ଓ ମାନସ ଦଳର ବିଭିନ୍ନ ନେତା ଓ କର୍ମୀଙ୍କ ସହ ମଧ୍ୟ ଅନ୍ୟ ଏକ ବୈଠକରେ ସାଙ୍ଗଠନିକ ପ୍ରସଙ୍ଗ ନେଇ ଆଲୋଚନା କରିଛନ୍ତି। ଜିଲ୍ଳାର ରେଙ୍ଗାଲି, କୁଚିଣ୍ଡା, ରେଢାଖୋଲ ଓ ସମ୍ବଲପୁର ୪ ବିଧାନସଭାର ନେତାମାନଙ୍କ ସହ ପୃଥକ୍‌ ପୃଥକ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଇ ସେମାନଙ୍କ ସମସ୍ୟା ଦୂର କରିବାକୁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ୧୯ ନା ୨୦ ଏପ୍ରିଲ? ଜାଣନ୍ତୁ ଶ୍ରୀମନ୍ଦିର ପାଞ୍ଜି ଅନୁସାରେ ସଠିକ୍ ତାରିଖ ଓ ଶୁଭ ମୁହୂର୍ତ୍ତ

19 Jan 2024 By The Sakala

୨୭ରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ, ପ୍ରଣବ ଓ ମାନସଙ୍କ କ୍ଷେତ୍ର ଅନୁଧ୍ୟାନ

ସମ୍ବଲପୁର: ସମ୍ବଲପୁର ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପ ଜାନୁଆରୀ ୨୭ ତାରିଖରେ ଲୋକାର୍ପଣ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ମନ୍ଦିର ଆସି ପୂଜାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ପ୍ରାରମ୍ଭିକ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ଆଲୋଚନାରେ ବିଧାୟକ ସୁଶାନ୍ତ ସିଂହ, ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ ବାବୁ ଓ ବିଜେଡି ରେଙ୍ଗାଳି ପର୍ଯ୍ୟବେକ୍ଷକ ସୌଭାଗ୍ୟ ନାୟକ ଉପସ୍ଥିତ ଥିଲେ। ସମଲେଇ ଲୋକାର୍ପଣ ପ୍ରକଳ୍ପରେ ଶ୍ରଦ୍ଧାଳୁମାନେ କିପରି ଆସିବେ, ସେମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ଆଦି ବିଭିନ୍ନ ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଛି।

ଅନ୍ୟପଟେ ସର୍କିଟ ହାଉସରେ ପ୍ରଣବପ୍ରକାଶ ଓ ମାନସ ଦଳର ବିଭିନ୍ନ ନେତା ଓ କର୍ମୀଙ୍କ ସହ ମଧ୍ୟ ଅନ୍ୟ ଏକ ବୈଠକରେ ସାଙ୍ଗଠନିକ ପ୍ରସଙ୍ଗ ନେଇ ଆଲୋଚନା କରିଛନ୍ତି। ଜିଲ୍ଳାର ରେଙ୍ଗାଲି, କୁଚିଣ୍ଡା, ରେଢାଖୋଲ ଓ ସମ୍ବଲପୁର ୪ ବିଧାନସଭାର ନେତାମାନଙ୍କ ସହ ପୃଥକ୍‌ ପୃଥକ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଇ ସେମାନଙ୍କ ସମସ୍ୟା ଦୂର କରିବାକୁ ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର