ସମ୍ଭାବ୍ୟ ବାତ୍ୟା ମୁକାବିଲା: ମୁଖ୍ୟ ଶାସନ ସଚିବ ଡାକିଲେ ଜରୁରୀକାଳୀନ ବୈଠକ

The Sakala Picture
Published On

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଜରୁରୀକାଳୀନ ବୈଠକ ଡାକିଛନ୍ତି । ଲୋକସେବା ଭବନରେ ଏହି ବୈଠକ ବସିବ। ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ ବିଭାଗୀୟ ସଚିବ ମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜସ୍ୱ, ଶକ୍ତି, କୃଷି, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ ଭଳି ବିଭିନ୍ନ ବିଭାଗର ସଚିବ ମାନେ ବୈଠକରେ ଉପସ୍ଥିତ ରହିବେ । ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା । ଅକ୍ଟୋବର ୨୪ […]

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଜରୁରୀକାଳୀନ ବୈଠକ ଡାକିଛନ୍ତି । ଲୋକସେବା ଭବନରେ ଏହି ବୈଠକ ବସିବ। ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ ବିଭାଗୀୟ ସଚିବ ମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜସ୍ୱ, ଶକ୍ତି, କୃଷି, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ ଭଳି ବିଭିନ୍ନ ବିଭାଗର ସଚିବ ମାନେ ବୈଠକରେ ଉପସ୍ଥିତ ରହିବେ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା । ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ବୋଲି ଆଇଏମଜି ପକ୍ଷରୁ ସୂଚନା ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

20 Oct 2024 By The Sakala

ସମ୍ଭାବ୍ୟ ବାତ୍ୟା ମୁକାବିଲା: ମୁଖ୍ୟ ଶାସନ ସଚିବ ଡାକିଲେ ଜରୁରୀକାଳୀନ ବୈଠକ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଜରୁରୀକାଳୀନ ବୈଠକ ଡାକିଛନ୍ତି । ଲୋକସେବା ଭବନରେ ଏହି ବୈଠକ ବସିବ। ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ ବିଭାଗୀୟ ସଚିବ ମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜସ୍ୱ, ଶକ୍ତି, କୃଷି, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ ଭଳି ବିଭିନ୍ନ ବିଭାଗର ସଚିବ ମାନେ ବୈଠକରେ ଉପସ୍ଥିତ ରହିବେ ।

ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା । ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ବୋଲି ଆଇଏମଜି ପକ୍ଷରୁ ସୂଚନା ଜାରି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର