ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ, ବିଶ୍ୱର ବିଭିନ୍ନ ଦେଶରୁ ଯୋଗ ଦେବେ ଶତାଧିକ ବୌଦ୍ଧ ସନ୍ନ୍ୟାସୀ

The Sakala Picture
Published On

ଭୁବନେଶ୍ୱର: ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ । ସୁବର୍ଣ୍ଣ ଜୟନ୍ତୀ ଲାଗି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଚଳିତ ମାସ ଶେଷ ସୁଦ୍ଧା ଯେପରି ସଂରକ୍ଷଣ ଓ ସୌନ୍ଦର୍ଯ୍ଯକରଣ ସରିବ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଆସନ୍ତା ଅକ୍ଟୋବର ୨୮ ତାରିଖରେ ସୁବର୍ଣ୍ଣ ଜୟନ୍ତୀର ମୁଖ୍ୟ ଉତ୍ସବ ଆରମ୍ଭ ହେବ । ଏହି ଉତ୍ସବ ଲାଗି ବିଶ୍ୱର […]

ଭୁବନେଶ୍ୱର: ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ । ସୁବର୍ଣ୍ଣ ଜୟନ୍ତୀ ଲାଗି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଚଳିତ ମାସ ଶେଷ ସୁଦ୍ଧା ଯେପରି ସଂରକ୍ଷଣ ଓ ସୌନ୍ଦର୍ଯ୍ଯକରଣ ସରିବ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଆସନ୍ତା ଅକ୍ଟୋବର ୨୮ ତାରିଖରେ ସୁବର୍ଣ୍ଣ ଜୟନ୍ତୀର ମୁଖ୍ୟ ଉତ୍ସବ ଆରମ୍ଭ ହେବ ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

ଏହି ଉତ୍ସବ ଲାଗି ବିଶ୍ୱର ବିଭିନ୍ନ ଦେଶରୁ ଶତାଧିକ ବୌଦ୍ଧ ସନ୍ନ୍ୟାସୀ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି । ବିଶ୍ୱସ୍ତରୀୟ ଉତ୍ସବକୁ ଯେପରି ସର୍ବୋତମ ଭାବେ ସଫଳ କରାଯାଇପାରିବ ସେଥିଲାଗି ଧ୍ୟାନ ଦେବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଶାନ୍ତି ସ୍ତୂପ ଧଉଳି ଓଡ଼ିଶାର ଗରିମା ବହନ କରୁଥିବାବେଳେ ଏଠାକୁ ପ୍ରତିବର୍ଷ ହଜାର ହଜାର ଦର୍ଶକ ଆସିଥାନ୍ତି ।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

08 Sep 2022 By The Sakala

ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ, ବିଶ୍ୱର ବିଭିନ୍ନ ଦେଶରୁ ଯୋଗ ଦେବେ ଶତାଧିକ ବୌଦ୍ଧ ସନ୍ନ୍ୟାସୀ

ଭୁବନେଶ୍ୱର: ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ । ସୁବର୍ଣ୍ଣ ଜୟନ୍ତୀ ଲାଗି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଚଳିତ ମାସ ଶେଷ ସୁଦ୍ଧା ଯେପରି ସଂରକ୍ଷଣ ଓ ସୌନ୍ଦର୍ଯ୍ଯକରଣ ସରିବ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଆସନ୍ତା ଅକ୍ଟୋବର ୨୮ ତାରିଖରେ ସୁବର୍ଣ୍ଣ ଜୟନ୍ତୀର ମୁଖ୍ୟ ଉତ୍ସବ ଆରମ୍ଭ ହେବ ।

ଏହି ଉତ୍ସବ ଲାଗି ବିଶ୍ୱର ବିଭିନ୍ନ ଦେଶରୁ ଶତାଧିକ ବୌଦ୍ଧ ସନ୍ନ୍ୟାସୀ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି । ବିଶ୍ୱସ୍ତରୀୟ ଉତ୍ସବକୁ ଯେପରି ସର୍ବୋତମ ଭାବେ ସଫଳ କରାଯାଇପାରିବ ସେଥିଲାଗି ଧ୍ୟାନ ଦେବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଶାନ୍ତି ସ୍ତୂପ ଧଉଳି ଓଡ଼ିଶାର ଗରିମା ବହନ କରୁଥିବାବେଳେ ଏଠାକୁ ପ୍ରତିବର୍ଷ ହଜାର ହଜାର ଦର୍ଶକ ଆସିଥାନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର