ସମ୍ବଲପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ: ସମଲେଶ୍ବରୀ ମନ୍ଦିର ବିକାଶ କାମର କରୁଛନ୍ତି ସମୀକ୍ଷା

The Sakala Picture
Published On

ସମ୍ବଲପୁର: ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମ୍ବଲପୁର ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ସମଲେଶ୍ବରୀ ମନ୍ଦିର ଯାଇଥିଲେ । ସମଲେଶ୍ବରୀର ମନ୍ଦିର ବୁଲି ଦେଖିବା ସହ ବିକାଶମୂଳକ କାର୍ଯ୍ୟକ୍ରମ କେତେ ବାଟ ଆଗେଇଛି, ଏହାର ସମୀକ୍ଷା କରୁଛନ୍ତି । ସାଙ୍ଗରେ ଅଛନ୍ତି ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଭିଭି ଯାଦବ, ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା । ୫-ଟି ଅଧୀନରେ ରାଜ୍ୟର […]

ସମ୍ବଲପୁର: ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମ୍ବଲପୁର ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ସମଲେଶ୍ବରୀ ମନ୍ଦିର ଯାଇଥିଲେ । ସମଲେଶ୍ବରୀର ମନ୍ଦିର ବୁଲି ଦେଖିବା ସହ ବିକାଶମୂଳକ କାର୍ଯ୍ୟକ୍ରମ କେତେ ବାଟ ଆଗେଇଛି, ଏହାର ସମୀକ୍ଷା କରୁଛନ୍ତି । ସାଙ୍ଗରେ ଅଛନ୍ତି ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଭିଭି ଯାଦବ, ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO

୫-ଟି ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ସମ୍ବଲପୁରର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯାଉଛି । ଯୋଜନାରେ ମା’ଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

21 Mar 2022 By The Sakala

ସମ୍ବଲପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ: ସମଲେଶ୍ବରୀ ମନ୍ଦିର ବିକାଶ କାମର କରୁଛନ୍ତି ସମୀକ୍ଷା

ସମ୍ବଲପୁର: ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମ୍ବଲପୁର ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ସମଲେଶ୍ବରୀ ମନ୍ଦିର ଯାଇଥିଲେ । ସମଲେଶ୍ବରୀର ମନ୍ଦିର ବୁଲି ଦେଖିବା ସହ ବିକାଶମୂଳକ କାର୍ଯ୍ୟକ୍ରମ କେତେ ବାଟ ଆଗେଇଛି, ଏହାର ସମୀକ୍ଷା କରୁଛନ୍ତି । ସାଙ୍ଗରେ ଅଛନ୍ତି ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଭିଭି ଯାଦବ, ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ।

୫-ଟି ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ସମ୍ବଲପୁରର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯାଉଛି । ଯୋଜନାରେ ମା’ଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର