ପିଲା ଚୋରକୁ ଧରିଲା ପୁଲିସ; ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର। ବାଲେଶ୍ୱରରେ ପିଲା ଚୋରକୁ ଧରିଲା ପୁଲିସ। ଶିଶୁପୁତ୍ରକୁ ସୁରକ୍ଷିତ ଭାବେ ଭୁବନେଶ୍ୱର ଆଣି ଆସୁଛି କମିଶନରେଟ ପୁଲିସ। ସେପଟେ ଆଜି ସାମ୍ନାକୁ ଆସିଥିଲା ପିଲା ଚୋରି ବେଳର ସିସିଟିଭି। ଖାରବେଳ ନଗର ଥାନା ଅନ୍ତର୍ଗତ ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦୁଇବର୍ଷର ଶିଶୁପୁତ୍ର ଚୋରି ଘଟଣାରେ ମିଳିଥିଲା ସିସିଟିଭି ଫୁଟେଜ। ଶନିବାର ରାତି ପ୍ରାୟ ୨ଟା ୫୬ ମିନିଟରେ ଅପହରଣକାରୀ ଜଣଙ୍କ ଶିଶୁପୁତ୍ରକୁ ଷ୍ଟେସନ ବାଟ ଦେଇ […]

ଭୁବନେଶ୍ବର: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର। ବାଲେଶ୍ୱରରେ ପିଲା ଚୋରକୁ ଧରିଲା ପୁଲିସ। ଶିଶୁପୁତ୍ରକୁ ସୁରକ୍ଷିତ ଭାବେ ଭୁବନେଶ୍ୱର ଆଣି ଆସୁଛି କମିଶନରେଟ ପୁଲିସ।

ଆହୁରି ପଢ଼ନ୍ତୁ: ବଦଳିଲେ ୬ ରାଜ୍ୟର ରାଜ୍ୟପାଳ: ବ୍ରଜ ମୋହନ ରାମ ଓଡ଼ିଶାର ନୂଆ ରାଜ୍ୟପାଳ

ସେପଟେ ଆଜି ସାମ୍ନାକୁ ଆସିଥିଲା ପିଲା ଚୋରି ବେଳର ସିସିଟିଭି। ଖାରବେଳ ନଗର ଥାନା ଅନ୍ତର୍ଗତ ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦୁଇବର୍ଷର ଶିଶୁପୁତ୍ର ଚୋରି ଘଟଣାରେ ମିଳିଥିଲା ସିସିଟିଭି ଫୁଟେଜ। ଶନିବାର ରାତି ପ୍ରାୟ ୨ଟା ୫୬ ମିନିଟରେ ଅପହରଣକାରୀ ଜଣଙ୍କ ଶିଶୁପୁତ୍ରକୁ ଷ୍ଟେସନ ବାଟ ଦେଇ ନେଇଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା।  ମା’ ଜୟନ୍ତୀ ମଲ୍ଲିକଙ୍କ ଏତଲା ପରେ ସ୍ପେଶାଲ ଟିମ ଚଢ଼ାଉ କରି ପିଲାଟିକୁ ଉଦ୍ଧାର କରି ଭୁବନେଶ୍ୱର ଆଣୁଛି। ତେବେ ଚୋରି କରିଥିବା ଲୋକ ଜଣଙ୍କ କିଏ, କାହିଁକି ଶିଶୁପୁତ୍ରକୁ ରୋଚି କରିଥିଲା। ରୋଚିର ଉଦ୍ଦେଶ୍ୟ ଜଣାପଡ଼ି ନାହିଁ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ ଅଘଟଣ: ପୋଖରୀରେ ବୁଡ଼ି ୧୭ବର୍ଷର ନାବାଳକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର