ଆଜି ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ orissaresults.nic.in ଓ chseodisha.nic.in  କୁ ଭିଜିଟ କରି ନିଜର ରୋଲ ନମ୍ବର ଓ ଆବଶ୍ୟକୀୟ ତଥ୍ୟ ଦେଇ ପରୀକ୍ଷା ଫଳ ଚେକ୍‌ କରିପାରିବେ […]

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ orissaresults.nic.inchseodisha.nic.in  କୁ ଭିଜିଟ କରି ନିଜର ରୋଲ ନମ୍ବର ଓ ଆବଶ୍ୟକୀୟ ତଥ୍ୟ ଦେଇ ପରୀକ୍ଷା ଫଳ ଚେକ୍‌ କରିପାରିବେ । ଏନେଇ ସିଏଚ୍‌‌ଏସ୍‌‌ଇ କାର୍ଯ୍ୟାଳୟ ସୂଚନା ଦେଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଦୁଇଟି ଢାଞ୍ଚାରେ ମାର୍କିଂ କରାଯାଇଛି । ଚଳିତବର୍ଷ ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିଥିବେ ବୋଲି ଆଶା ରଖିଛନ୍ତି । ଗତ ଜୁଲାଇ ୨୭ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଥିଲା । ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ରେଜଲ୍ଟ ହୋଇଥିଲା ।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

08 Aug 2022 By The Sakala

ଆଜି ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ orissaresults.nic.inchseodisha.nic.in  କୁ ଭିଜିଟ କରି ନିଜର ରୋଲ ନମ୍ବର ଓ ଆବଶ୍ୟକୀୟ ତଥ୍ୟ ଦେଇ ପରୀକ୍ଷା ଫଳ ଚେକ୍‌ କରିପାରିବେ । ଏନେଇ ସିଏଚ୍‌‌ଏସ୍‌‌ଇ କାର୍ଯ୍ୟାଳୟ ସୂଚନା ଦେଇଛି ।

ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଦୁଇଟି ଢାଞ୍ଚାରେ ମାର୍କିଂ କରାଯାଇଛି । ଚଳିତବର୍ଷ ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିଥିବେ ବୋଲି ଆଶା ରଖିଛନ୍ତି । ଗତ ଜୁଲାଇ ୨୭ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଥିଲା । ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ରେଜଲ୍ଟ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର