CHSE ଯୁକ୍ତ ଦୁଇ ପରୀକ୍ଷା: ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ମୂଲ୍ୟାୟନ, ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିଲେ ମିଳିବ ଗ୍ରେସ ମାର୍କ

The Sakala Picture
Published On

ଭୁବନେଶ୍ବର: CHSE ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷା ରେଗୁଲାର ଓ ଏକ୍ସ- ରେଗୁଲାର ପିଲାଙ୍କ ସିଲବସକୁ ନେଇ ପ୍ରଶ୍ନ ତିଆରି ହୋଇଥିଲା। କିନ୍ତୁ ରେଗୁଲାର ପରୀକ୍ଷାର୍ଥୀଙ୍କ ଚଏସ ଡେଫିସିଟ୍‌ ହୋଇଛି। କେବଳ ଗୋଟିଏ ପ୍ରଶ୍ନ ରେଗୁଲାର ପିଲାଙ୍କ ସିଲବସକୁ କଭର କରିନି। ତାହାର ପୂରା ମାର୍କ ସମସ୍ତେ ପାଇବେ।  କିନ୍ତୁ ଅନ୍ୟ ପ୍ରଶ୍ନ ଗୁଡ଼ିକରେ ଚଏସ ଡେଫିସିଟ୍‌ ହୋଇଛି। Expert କମିଟି ବହୁତ୍ ଜଲଦି ବସିବ। ମୋଟ ୧୯ ନମ୍ବର ଚଏସ୍‌ ଡେଫିସିଟ୍‌ ରହିଛି । ଯେଉଁ […]

ଭୁବନେଶ୍ବର: CHSE ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷା ରେଗୁଲାର ଓ ଏକ୍ସ- ରେଗୁଲାର ପିଲାଙ୍କ ସିଲବସକୁ ନେଇ ପ୍ରଶ୍ନ ତିଆରି ହୋଇଥିଲା। କିନ୍ତୁ ରେଗୁଲାର ପରୀକ୍ଷାର୍ଥୀଙ୍କ ଚଏସ ଡେଫିସିଟ୍‌ ହୋଇଛି। କେବଳ ଗୋଟିଏ ପ୍ରଶ୍ନ ରେଗୁଲାର ପିଲାଙ୍କ ସିଲବସକୁ କଭର କରିନି। ତାହାର ପୂରା ମାର୍କ ସମସ୍ତେ ପାଇବେ।  କିନ୍ତୁ ଅନ୍ୟ ପ୍ରଶ୍ନ ଗୁଡ଼ିକରେ ଚଏସ ଡେଫିସିଟ୍‌ ହୋଇଛି। Expert କମିଟି ବହୁତ୍ ଜଲଦି ବସିବ। ମୋଟ ୧୯ ନମ୍ବର ଚଏସ୍‌ ଡେଫିସିଟ୍‌ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ଗ୍ରେସ୍‌ ମାର୍କ ପାଇବେ । ଆଟେମ୍ପ୍‌ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍‌ ମାର୍କ ମିଳିବ ନାହିଁ । ଯେତିକି ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ପୂରା ମାର୍କ ପାଇବେ । ଏକ୍ସ- ରେଗୁଲାର ପିଲାଙ୍କ କୌଣସି ଅସୁବିଧା ହୋଇନି। ପିଲାମାନେ ବହୁତ୍ ଭଲ କରିଛନ୍ତି। ପ୍ରଶ୍ନ ପତ୍ର ତିଆରିରେ କେଉଁଠି ତ୍ରୁଟି ରହିଛି ତାର ଯାଞ୍ଚ ନିଶ୍ଚିତ କରାଯିବ। କିନ୍ତୁ ପରୀକ୍ଷା ପ୍ରକ୍ରିୟା ସରିବା ପରେ।

ଆହୁରି ପଢ଼ନ୍ତୁ: ଡିଏପି ଏବଂ ୟୁରିଆ ବଦଳରେ କମ୍ପ୍ଲେକ୍ସ ସାର ଓ ଆମୋନିୟମ ସଲଫେଟ୍ ବ୍ୟବହାର ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ

ମାର୍ଚ୍ଚ ୨୨ରୁ ମୂଲ୍ୟାୟନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ମୂଲ୍ୟାୟନ ହେବ। ୨୨ ମାର୍ଚ୍ଚରୁ ଏପ୍ରିଲ ୨ ପ୍ରଥମ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ । ସେହିପରି ଏପ୍ରିଲ ୪ରୁ ୧୫ ମଧ୍ୟରେ ୨ୟ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ କହିଛନ୍ତି।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

27 Feb 2024 By The Sakala

CHSE ଯୁକ୍ତ ଦୁଇ ପରୀକ୍ଷା: ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ମୂଲ୍ୟାୟନ, ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିଲେ ମିଳିବ ଗ୍ରେସ ମାର୍କ

ଭୁବନେଶ୍ବର: CHSE ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷା ରେଗୁଲାର ଓ ଏକ୍ସ- ରେଗୁଲାର ପିଲାଙ୍କ ସିଲବସକୁ ନେଇ ପ୍ରଶ୍ନ ତିଆରି ହୋଇଥିଲା। କିନ୍ତୁ ରେଗୁଲାର ପରୀକ୍ଷାର୍ଥୀଙ୍କ ଚଏସ ଡେଫିସିଟ୍‌ ହୋଇଛି। କେବଳ ଗୋଟିଏ ପ୍ରଶ୍ନ ରେଗୁଲାର ପିଲାଙ୍କ ସିଲବସକୁ କଭର କରିନି। ତାହାର ପୂରା ମାର୍କ ସମସ୍ତେ ପାଇବେ।  କିନ୍ତୁ ଅନ୍ୟ ପ୍ରଶ୍ନ ଗୁଡ଼ିକରେ ଚଏସ ଡେଫିସିଟ୍‌ ହୋଇଛି। Expert କମିଟି ବହୁତ୍ ଜଲଦି ବସିବ। ମୋଟ ୧୯ ନମ୍ବର ଚଏସ୍‌ ଡେଫିସିଟ୍‌ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ଗ୍ରେସ୍‌ ମାର୍କ ପାଇବେ । ଆଟେମ୍ପ୍‌ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍‌ ମାର୍କ ମିଳିବ ନାହିଁ । ଯେତିକି ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ପୂରା ମାର୍କ ପାଇବେ । ଏକ୍ସ- ରେଗୁଲାର ପିଲାଙ୍କ କୌଣସି ଅସୁବିଧା ହୋଇନି। ପିଲାମାନେ ବହୁତ୍ ଭଲ କରିଛନ୍ତି। ପ୍ରଶ୍ନ ପତ୍ର ତିଆରିରେ କେଉଁଠି ତ୍ରୁଟି ରହିଛି ତାର ଯାଞ୍ଚ ନିଶ୍ଚିତ କରାଯିବ। କିନ୍ତୁ ପରୀକ୍ଷା ପ୍ରକ୍ରିୟା ସରିବା ପରେ।

ମାର୍ଚ୍ଚ ୨୨ରୁ ମୂଲ୍ୟାୟନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ମୂଲ୍ୟାୟନ ହେବ। ୨୨ ମାର୍ଚ୍ଚରୁ ଏପ୍ରିଲ ୨ ପ୍ରଥମ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ । ସେହିପରି ଏପ୍ରିଲ ୪ରୁ ୧୫ ମଧ୍ୟରେ ୨ୟ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର