ପ୍ରଶ୍ନପତ୍ର ଲିକ୍ ରୋକିବାକୁ AI କ୍ୟାମେରା ବ୍ୟବହାର କରିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

Madhusudan Das Picture
Published On

ଭୁବନେଶ୍ୱର: ପ୍ରଶ୍ନପତ୍ର ଲିକ୍ ରୋକିବ AI କ୍ୟାମେରା ! ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ AI କ୍ୟାମେରା । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ମୃନାଳ କାନ୍ତି ଦାସ । ସେ କହିଛନ୍ତି ଯେ,୨୧୧ ହବରେ ଏହା ନିଜ ଆଡୁ ଲଗାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କଲେଜ ଇଣ୍ଟେର୍ନେଟ ଉପରେ ନିର୍ଭର କରିବାକୁ ପଡିବ ନାହିଁ । AI କ୍ୟାମେରାରେ ଲଗାଯିବ 128 GB ସିମ କାର୍ଡ । ଏଥିପାଇଁ ଦିଆଯିବ ପାୱାର ବ୍ୟାକଅପ । ଆସନ୍ତା ଫେବୃଆରୀ 9 ସୁଦ୍ଧା ସବୁ ହବରେ ଲଗାଯିବ । ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଫିସରେ ଖୋଲିଲା କଣ୍ଟ୍ରୋଲ ରୁମ । ପ୍ରଥମ ଥର ପାଇଁ ପ୍ରାକ୍ଟିକାଲ ପରୀକ୍ଷାକୁ ଏହି କଣ୍ଟ୍ରୋଲ ରୁମରୁ ମନିଟର କରାଯାଇଛି । ପୂର୍ବରୁ କେବଳ ଥିଓରୀ ପରୀକ୍ଷାକୁ କଣ୍ଟ୍ରୋଲ ରୁମରୁ ମନିଟର କରାଯାଉଥିଲା । ଏହା ଦ୍ୱାରା ପିଲାମାନଙ୍କ ସମେତ ଏକ୍ସଟରନାଲମାନଙ୍କ ଗତିବିଧି ଉପରେ ବି ନଜର ରଖାଯାଉଛି । କାରଣ ଏକ୍ସଟରନାଲଙ୍କୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

12 Jan 2026 By Madhusudan Das

ପ୍ରଶ୍ନପତ୍ର ଲିକ୍ ରୋକିବାକୁ AI କ୍ୟାମେରା ବ୍ୟବହାର କରିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର: ପ୍ରଶ୍ନପତ୍ର ଲିକ୍ ରୋକିବ AI କ୍ୟାମେରା ! ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ AI କ୍ୟାମେରା । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ମୃନାଳ କାନ୍ତି ଦାସ । ସେ କହିଛନ୍ତି ଯେ,୨୧୧ ହବରେ ଏହା ନିଜ ଆଡୁ ଲଗାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କଲେଜ ଇଣ୍ଟେର୍ନେଟ ଉପରେ ନିର୍ଭର କରିବାକୁ ପଡିବ ନାହିଁ । AI କ୍ୟାମେରାରେ ଲଗାଯିବ 128 GB ସିମ କାର୍ଡ । ଏଥିପାଇଁ ଦିଆଯିବ ପାୱାର ବ୍ୟାକଅପ । ଆସନ୍ତା ଫେବୃଆରୀ 9 ସୁଦ୍ଧା ସବୁ ହବରେ ଲଗାଯିବ । ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଫିସରେ ଖୋଲିଲା କଣ୍ଟ୍ରୋଲ ରୁମ । ପ୍ରଥମ ଥର ପାଇଁ ପ୍ରାକ୍ଟିକାଲ ପରୀକ୍ଷାକୁ ଏହି କଣ୍ଟ୍ରୋଲ ରୁମରୁ ମନିଟର କରାଯାଇଛି । ପୂର୍ବରୁ କେବଳ ଥିଓରୀ ପରୀକ୍ଷାକୁ କଣ୍ଟ୍ରୋଲ ରୁମରୁ ମନିଟର କରାଯାଉଥିଲା । ଏହା ଦ୍ୱାରା ପିଲାମାନଙ୍କ ସମେତ ଏକ୍ସଟରନାଲମାନଙ୍କ ଗତିବିଧି ଉପରେ ବି ନଜର ରଖାଯାଉଛି । କାରଣ ଏକ୍ସଟରନାଲଙ୍କୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଥିଲା ।

https://www.thesakala.in/latest-odisha-news/chse-to-use-ai-cameras-to-prevent-question-paper-leaks/article-44043
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର