ରାଜ୍ୟରେ ଅଗଷ୍ଟ ୧୬ରୁ ଆରମ୍ଭ ହେବ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ଏନେଇ ଆଜି ଗଣିଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦିତ ଅନ୍ୟାନ୍ୟ ବୋର୍ଡ ଅନ୍ତର୍ଗତ ସମସ୍ତ ସ୍କୁଲରେ ଆରମ୍ଭ ହେବ ନବମ ଶ୍ରେଣୀର ପାଠପଢ଼ା । ସକାଳ ୯ଟାରୁ ଦିନ ୧୨ଟା ୩୦ ସ୍କୁଲରେ ଚାଲିବ ପାଠପଢ଼ା । କୋଭିଡ କଟକଣାରେ କ୍ଲାସ କରିବାକୁ ଗଣଶିକ୍ଷା ସଚିବଙ୍କ ଚିଠି । ବିଜ୍ଞପ୍ତିରେ […]

ଭୁବନେଶ୍ୱର: ରାଜ୍ୟରେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ଏନେଇ ଆଜି ଗଣିଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦିତ ଅନ୍ୟାନ୍ୟ ବୋର୍ଡ ଅନ୍ତର୍ଗତ ସମସ୍ତ ସ୍କୁଲରେ ଆରମ୍ଭ ହେବ ନବମ ଶ୍ରେଣୀର ପାଠପଢ଼ା । ସକାଳ ୯ଟାରୁ ଦିନ ୧୨ଟା ୩୦ ସ୍କୁଲରେ ଚାଲିବ ପାଠପଢ଼ା । କୋଭିଡ କଟକଣାରେ କ୍ଲାସ କରିବାକୁ ଗଣଶିକ୍ଷା ସଚିବଙ୍କ ଚିଠି ।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO

ବିଜ୍ଞପ୍ତିରେ ପ୍ରକାଶ ପାଇଥିବା ସୂଚନା ଅନୁସାରେ ସ୍କୁଲ ଆସିବା ବାଧ୍ୟତାମୂଳକ ହେବନାହିଁ, ବାପା ମାଆଙ୍କ ଅନୁମତି ନେଇ ସ୍କୁଲ ଆସିପାରିବେ ଛାତ୍ରଛାତ୍ରୀ । ଶ୍ରେଣୀ ଗୃହରେ କଡ଼ାକଡ଼ି ଭାବେ କୋଭିଡ୍‌ ନିୟମ ପାଳନ ହେବ । ରବିବାର ଓ ଛୁଟି ଦିନରେ ବନ୍ଦ ରହିବ ସ୍କୁଲ ଏବଂ ଅଭିଭାବକ ଚାହିଁଲେ ଅନ୍‌ଲାଇନ୍‌ରେ ଛାତ୍ରଛାତ୍ରୀ ପାଠ ପଢ଼ି ପାରିବେ । ଛାତ୍ରଛାତ୍ରୀ ଅନଲାଇନ୍‌ ଓ ଅଫ୍‌ଲାଇନ୍‌ କ୍ଲାସ୍‌ କରିପାରିବେ । ଏହାସହ ଆସନ୍ତା ୧୬ରୁ ହଷ୍ଟେଲ ମଧ୍ୟ ଖୋଲିବ ।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

05 Aug 2021 By The Sakala

ରାଜ୍ୟରେ ଅଗଷ୍ଟ ୧୬ରୁ ଆରମ୍ଭ ହେବ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ

ଭୁବନେଶ୍ୱର: ରାଜ୍ୟରେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ଏନେଇ ଆଜି ଗଣିଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦିତ ଅନ୍ୟାନ୍ୟ ବୋର୍ଡ ଅନ୍ତର୍ଗତ ସମସ୍ତ ସ୍କୁଲରେ ଆରମ୍ଭ ହେବ ନବମ ଶ୍ରେଣୀର ପାଠପଢ଼ା । ସକାଳ ୯ଟାରୁ ଦିନ ୧୨ଟା ୩୦ ସ୍କୁଲରେ ଚାଲିବ ପାଠପଢ଼ା । କୋଭିଡ କଟକଣାରେ କ୍ଲାସ କରିବାକୁ ଗଣଶିକ୍ଷା ସଚିବଙ୍କ ଚିଠି ।

ବିଜ୍ଞପ୍ତିରେ ପ୍ରକାଶ ପାଇଥିବା ସୂଚନା ଅନୁସାରେ ସ୍କୁଲ ଆସିବା ବାଧ୍ୟତାମୂଳକ ହେବନାହିଁ, ବାପା ମାଆଙ୍କ ଅନୁମତି ନେଇ ସ୍କୁଲ ଆସିପାରିବେ ଛାତ୍ରଛାତ୍ରୀ । ଶ୍ରେଣୀ ଗୃହରେ କଡ଼ାକଡ଼ି ଭାବେ କୋଭିଡ୍‌ ନିୟମ ପାଳନ ହେବ । ରବିବାର ଓ ଛୁଟି ଦିନରେ ବନ୍ଦ ରହିବ ସ୍କୁଲ ଏବଂ ଅଭିଭାବକ ଚାହିଁଲେ ଅନ୍‌ଲାଇନ୍‌ରେ ଛାତ୍ରଛାତ୍ରୀ ପାଠ ପଢ଼ି ପାରିବେ । ଛାତ୍ରଛାତ୍ରୀ ଅନଲାଇନ୍‌ ଓ ଅଫ୍‌ଲାଇନ୍‌ କ୍ଲାସ୍‌ କରିପାରିବେ । ଏହାସହ ଆସନ୍ତା ୧୬ରୁ ହଷ୍ଟେଲ ମଧ୍ୟ ଖୋଲିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର