ନବମ ଓ ଏକାଦଶ କ୍ଲାସକୁ ବାତିଲ କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ବୃଦ୍ଧି ହେଉଛି କରୋନା ସଂକ୍ରମଣ। ମହାମାରୀ ବ୍ୟାପୁଥିବାରୁ ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ନବମ ଓ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ କରିଛନ୍ତି ରାଜ୍ଯ ସରକାର। କରୋନା ସ୍ଥିତିକୁ ଦେଖି  ରାଜ୍ୟ ସରକାରଙ୍କ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଏପ୍ରିଲ୍ ୩୦ ଯାଏ ବାତିଲ କରାଯାଇଛି । ପରୀକ୍ଷା ଥିବାରୁ ଦଶମ ଓ ଦ୍ବାଦଶ କ୍ଲାସ ଏପ୍ରିଲ୍ […]

ଭୁବନେଶ୍ୱର: ରାଜ୍ଯରେ ବୃଦ୍ଧି ହେଉଛି କରୋନା ସଂକ୍ରମଣ। ମହାମାରୀ ବ୍ୟାପୁଥିବାରୁ ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ନବମ ଓ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ କରିଛନ୍ତି ରାଜ୍ଯ ସରକାର। କରୋନା ସ୍ଥିତିକୁ ଦେଖି  ରାଜ୍ୟ ସରକାରଙ୍କ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଏପ୍ରିଲ୍ ୩୦ ଯାଏ ବାତିଲ କରାଯାଇଛି । ପରୀକ୍ଷା ଥିବାରୁ ଦଶମ ଓ ଦ୍ବାଦଶ କ୍ଲାସ ଏପ୍ରିଲ୍ ୨୫ ଯାଏ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଜାରି ରହିବ।

ଆହୁରି ପଢ଼ନ୍ତୁ: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଆହୁରି ପଢ଼ନ୍ତୁ: ଜାମଖାନୀ ଏବଂ ଘୋଘରପଲ୍ଲୀରେ ଗ୍ରୀଷ୍ମ ଶିବିରରେ ୬୦୦ ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ସାମିଲ କରିଛି ବେଦାନ୍ତ ଆଲୁମିନିୟମ

ସରକାରୀ ସ୍କୁଲ ସହ ସରକାରୀ ସହାୟତାପ୍ରାପ୍ତ ସ୍କୁଲ୍ ଓ ଘରୋଇ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ବାତିଲ ନେଇ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟର ହଷ୍ଟେଲରେ ରହି ପଢ଼ୁଥିବା ଛାତ୍ରଛାତ୍ରୀ ତୁରନ୍ତ ଘରକୁ ଫେରିଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ସ୍କୁଲ୍ କର୍ତ୍ତୃପକ୍ଷ ଅନଲାଇନ୍ ପାଠପଢ଼ା ଜାରି ରଖିବାକୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି କଲେ ସରକାର, ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ପରିବାରକୁ ମିଳିବ ସହାୟତା

07 Apr 2021 By The Sakala

ନବମ ଓ ଏକାଦଶ କ୍ଲାସକୁ ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ଯରେ ବୃଦ୍ଧି ହେଉଛି କରୋନା ସଂକ୍ରମଣ। ମହାମାରୀ ବ୍ୟାପୁଥିବାରୁ ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ନବମ ଓ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ କରିଛନ୍ତି ରାଜ୍ଯ ସରକାର। କରୋନା ସ୍ଥିତିକୁ ଦେଖି  ରାଜ୍ୟ ସରକାରଙ୍କ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଏପ୍ରିଲ୍ ୩୦ ଯାଏ ବାତିଲ କରାଯାଇଛି । ପରୀକ୍ଷା ଥିବାରୁ ଦଶମ ଓ ଦ୍ବାଦଶ କ୍ଲାସ ଏପ୍ରିଲ୍ ୨୫ ଯାଏ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଜାରି ରହିବ।

ସରକାରୀ ସ୍କୁଲ ସହ ସରକାରୀ ସହାୟତାପ୍ରାପ୍ତ ସ୍କୁଲ୍ ଓ ଘରୋଇ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ବାତିଲ ନେଇ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟର ହଷ୍ଟେଲରେ ରହି ପଢ଼ୁଥିବା ଛାତ୍ରଛାତ୍ରୀ ତୁରନ୍ତ ଘରକୁ ଫେରିଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ସ୍କୁଲ୍ କର୍ତ୍ତୃପକ୍ଷ ଅନଲାଇନ୍ ପାଠପଢ଼ା ଜାରି ରଖିବାକୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର