ପେନସନ ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡିଲେ ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କିରାଣୀ

The Sakala Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ ବିକ୍ରମ ବେହେରା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ ଟଙ୍କା କାଗଜପତ୍ର ପ୍ରସ୍ତୁତ ପାଇଁ ୧୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ତାଙ୍କ ଠାରୁ କେମିକାଲ ବୋଳା ଟଙ୍କା ଜବତ କରାଯାଇଛି । ବାରିପଦା ଶିକ୍ଷା ଜିଲ୍ଲା ଅଧିକାରୀଙ୍କ କାର୍ଯାଳୟରୁ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା କରୁଛି । ଟିକରପଡା ପ୍ରାଥମିକ ସ୍କୁଲରୁ ୨୦୧୬ ମସିହାରେ […]

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ ବିକ୍ରମ ବେହେରା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ ଟଙ୍କା କାଗଜପତ୍ର ପ୍ରସ୍ତୁତ ପାଇଁ ୧୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ତାଙ୍କ ଠାରୁ କେମିକାଲ ବୋଳା ଟଙ୍କା ଜବତ କରାଯାଇଛି । ବାରିପଦା ଶିକ୍ଷା ଜିଲ୍ଲା ଅଧିକାରୀଙ୍କ କାର୍ଯାଳୟରୁ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା କରୁଛି ।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ଟିକରପଡା ପ୍ରାଥମିକ ସ୍କୁଲରୁ ୨୦୧୬ ମସିହାରେ ଅବସର ଗ୍ରହଣ କରିଥିବା ଶିକ୍ଷକ ବିଶିକେସନ ଗୋଚ୍ଛାୟତ ପେନସନ କାଗଜପତ୍ର ପାଇଁ ବାରମ୍ବାର ଦୌଡ଼ି ଦୌଡ଼ି ନିରାଶ ହେବା ଭିଜିଲାନ୍ସର ଆଶ୍ରୟ ନେଇଥିଲେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

17 Jun 2022 By The Sakala

ପେନସନ ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡିଲେ ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କିରାଣୀ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ ବିକ୍ରମ ବେହେରା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ ଟଙ୍କା କାଗଜପତ୍ର ପ୍ରସ୍ତୁତ ପାଇଁ ୧୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ତାଙ୍କ ଠାରୁ କେମିକାଲ ବୋଳା ଟଙ୍କା ଜବତ କରାଯାଇଛି । ବାରିପଦା ଶିକ୍ଷା ଜିଲ୍ଲା ଅଧିକାରୀଙ୍କ କାର୍ଯାଳୟରୁ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା କରୁଛି ।

ଟିକରପଡା ପ୍ରାଥମିକ ସ୍କୁଲରୁ ୨୦୧୬ ମସିହାରେ ଅବସର ଗ୍ରହଣ କରିଥିବା ଶିକ୍ଷକ ବିଶିକେସନ ଗୋଚ୍ଛାୟତ ପେନସନ କାଗଜପତ୍ର ପାଇଁ ବାରମ୍ବାର ଦୌଡ଼ି ଦୌଡ଼ି ନିରାଶ ହେବା ଭିଜିଲାନ୍ସର ଆଶ୍ରୟ ନେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର