କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର: ରାକ୍ଷୀ ପୁର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।  ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

10 Aug 2022 By The Sakala

କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ରାକ୍ଷୀ ପୁର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।  ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର