ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ ଓ ରାଜ୍ୟପାଳ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବାକୁ ମୁଖ୍ଯମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି […]

ଭୁବନେଶ୍ବର: ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବାକୁ ମୁଖ୍ଯମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା


ସେହିପରି, ଓଡ଼ିଶା ଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧ କରିବାକୁ ସେ ବାର୍ତ୍ତା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର