ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ

The Sakala Picture
Published On

ଭୁବନେଶ୍ବର: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ, ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଗତ ନଭେମ୍ବର ପହିଲା କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀ […]

ଭୁବନେଶ୍ବର: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ସୂଚନାଯୋଗ୍ୟ ଯେ, ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଗତ ନଭେମ୍ବର ପହିଲା କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀ ଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର